Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ସ୍ୱନିଧିର ପରିବର୍ତ୍ତନକାରୀ ପ୍ରଭାବକୁ ସ୍ୱୀକାର କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପ୍ରଧାନମନ୍ତ୍ରୀ ସ୍ୱନିଧିର ପରିବର୍ତ୍ତନକାରୀ ପ୍ରଭାବକୁ ସ୍ୱୀକାର କଲେ ପ୍ରଧାନମନ୍ତ୍ରୀ

October 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ଏକ ଅନୁସନ୍ଧାନ ରିପୋର୍ଟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଯାହା ପ୍ରଧାନମନ୍ତ୍ରୀ ସ୍ୱନିଧି କାର୍ଯ୍ୟକ୍ରମ ଦ୍ୱାରା ପଡିଥିବା ସକରାତ୍ମକ ପ୍ରଭାବର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରେ।

ଏସବିଆଇର ଗ୍ରୁପ୍ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ସୌମ୍ୟ କାନ୍ତି ଘୋଷଙ୍କ ଦ୍ୱାରା କରାଯାଇଥିବା ଗବେଷଣାରେ ଏହି ଯୋଜନାର ସାମଗ୍ରିକ ପ୍ରକୃତି ବିଷୟରେ ଉଲ୍ଲେଖ କରାଯାଇଛି ଏବଂ ଏହା କିପରି ଆର୍ଥିକ ସଶକ୍ତୀକରଣର କାରଣ ହୋଇଛି ତାହା ଉପରେ ଆଲୋକପାତ କରିଛି।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରି କହିଛନ୍ତି ଯେ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ସୌମ୍ୟ କାନ୍ତି ଘୋଷଙ୍କ ଏହି ଗଭୀର ଗବେଷଣା ପ୍ରଧାନମନ୍ତ୍ରୀ ସ୍ୱନିଧିର ପରିବର୍ତ୍ତନଶୀଳ ପ୍ରଭାବର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରୁଛି। ଏଥିରେ ଏହି ଯୋଜନାର ସାମଗ୍ରିକ ପ୍ରକୃତିକୁ ଉଲ୍ଲେଖ କରାଯାଇଛି ଏବଂ ଏହା କିପରି ଆର୍ଥିକ ସଶକ୍ତୀକରଣର କାରଣ ହୋଇଛି ତାହା ଉପରେ ଆଲୋକପାତ କରାଯାଇଛି।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ସ୍ୱନିଧି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ସୋସିଆଲ ମିଡିଆ ସୌମ୍ୟ କାନ୍ତି ଘୋଷ
Share. Facebook Twitter LinkedIn Email WhatsApp Copy Link

Related Posts

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025
Latest News

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025

ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ: ୮ଟି ଠିକଣାରେ ଚଢାଉ ଜାରି

August 18, 2025

ଏସିଆ କପ୍: ଶୁଭମନ ଗିଲଙ୍କ ବଦଳରେ ଶ୍ରେୟସ ଆୟରଙ୍କୁ ମିଳିବ ସୁଯୋଗ!

August 18, 2025

ଭାରତ ସହିତ ସମ୍ପର୍କ ନଷ୍ଟ କରିବା ଟ୍ରମ୍ପଙ୍କ ପାଇଁ ବଡ଼ ଭୁଲ ପ୍ରମାଣିତ ହେବ: ଆମେରିକୀୟ ଲେଖକ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.