Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ରେଞ୍ଚ ଓପନ୍‌ : ଫେଡେରରଙ୍କୁ ହରାଇ ଫାଇନାଲରେ ନାଦାଲ
ଆଜିର ଖବର

ଫ୍ରେଞ୍ଚ ଓପନ୍‌ : ଫେଡେରରଙ୍କୁ ହରାଇ ଫାଇନାଲରେ ନାଦାଲ

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Nadal beats Federer to reach French Open final
Nadal beats Federer to reach French Open final

ଡିଫେଣ୍ଡିଂ ଚାମ୍ପିୟନ୍‌ ରାଫେଲ ନାଦାଲ ନିଜର ନିକଟକତମ ପ୍ରତିଦ୍ବନ୍ଦୀ ରୋଜର ଫେଡେରରଙ୍କୁ ପରାସ୍ତ କରି ରୋଲାଣ୍ଡ ଗ୍ୟାରସ୍‌ ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ୧୧ ଥର ଫ୍ରେଞ୍ଚ ଓପନ ଟାଇଟଲ ଜିତିଥିବା ନାଦାଲ ୨୦ ଗ୍ରାଣ୍ଡସ୍ଲାମ ବିଜେତା ଫେଡେରରଙ୍କୁ ୬-୩, ୬-୪ ଏବଂ ୬-୨ ସେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଫେଡେରରଙ୍କ ବିପକ୍ଷରେ ମ୍ୟାଚ୍‌ ଅତ୍ୟନ୍ତ କଷ୍ଟ ସାଧ୍ୟ ରହିଥିଲା ବୋଲି ୩୩ ବର୍ଷୀୟ ନାଦାଲ ପ୍ରକାଶ କରିଛନ୍ତି। ପ୍ରଥମ ଦୁଇ ସେଟ୍‌ରେ ଫେଡେରର ୨-୦ ଅଗ୍ରଣୀରୁ ଆରମ୍ଭ କରିଥିଲେ ମଧ୍ୟ କ୍ଲେ କୋର୍ଟର ବାଦଶାହା ନାଦାଲ ୩୭ ବର୍ଷୀୟ ଫେଡେରରଙ୍କୁ ଅନାୟାସରେ ପରାସ୍ତ କରିଥିଲେ। ଏହି ମ୍ୟାଚ୍‌ ପରେ ନାଦାଲଙ୍କୁ ପ୍ରଶଂସା କରିଛନ୍ତି ଫେଡେରର। କ୍ଲେ କୋର୍ଟରେ ନାଦାଲଙ୍କ ଡିଫେଣ୍ଡିଂ ଅତ୍ୟନ୍ତ ଚମତ୍କାର ରହିଥିଲା ଫଳରେ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନର ସୁଯୋଗ ମିଳିନଥିଲା ବୋଲି ଫେଡେରର ପ୍ରକାଶ କରିଛନ୍ତି।

frenchopen nadal thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.