Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋକ୍ସ ଆଇନ୍ ରେ ଯୁବକ ଗିରଫ
ଆଜିର ଖବର

ପୋକ୍ସ ଆଇନ୍ ରେ ଯୁବକ ଗିରଫ

October 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଷାଣୀ ନୁଆ ଗାଁ ଥାନା ଅନ୍ତର୍ଗତ ଢାମଣା ସାହିର ଶଙ୍କର୍ଷଣ ସାହୁ ନାମକ ଜଣେ ଯୁବକ ପୋକ୍ସ ଆଇନ୍ ଅନୁଯାୟୀ ଗିରଫ ହୋଇଛନ୍ତି। ଉକ୍ତ ଥାନା ଅଞ୍ଚଳର ଜଣେ ମହିଳା ଗୋଷାଣୀ ନୁଆ ଗାଁ ଥାନାରେ ଅଭିଯୋଗ କରିଛନ୍ତି ଯେ, ଗତ ୬ ମାସ ହେଲା ଅଭିଯୁକ୍ତ ଶଙ୍କର୍ଷଣ ରାସ୍ତାରେ ଯାଉଥିବା ବେଳେ ତାଙ୍କ ଝିଅକୁ ଅଶ୍ରାଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଟଣାଓଟରା ଓ ହତ୍ୟାର ଧମକ ଦେଉଛନ୍ତି। ଯାହା ଫଳରେ ସେ ନିଜକୁ ଅସୁରକ୍ଷିତ ମନେ କରି ଆଇନ୍ ର ଆଶ୍ରୟ ନେଇଛନ୍ତି।

ପୋଲିସ ଏତଲା ଗ୍ରହଣ କରି କେଶ୍ ନଂ ୩୨୬ ଅନୁଯାୟୀ ମାମଲା ରୁଜୁ କରି ବିଭିନ୍ନ ଦଫାରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଗୋଷାଣୀ ନୁଆ ଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Latest News

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.