Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମଧ୍ୟ ପ୍ରଦେଶର ଚିତ୍ରକୂଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ମଧ୍ୟ ପ୍ରଦେଶର ଚିତ୍ରକୂଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

October 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତରେ ଯିବେ।

ଅପରାହ୍ଣ ପ୍ରାୟ ୧.୪୫ ମିନିଟରେ ପ୍ରଧାନମନ୍ତ୍ରୀ ସତନା ଜିଲ୍ଲାର ଚିତ୍ରକୂଟରେ ପହଂଚି ଶ୍ରୀ ସଦଗୁରୁ ସେବା ସଂଘ ଟ୍ରଷ୍ଟ ଠାରେ କେତେକ କାର୍ଯ୍ୟକ୍ରମରେଯୋଗଦେବେ। ସେ ରଘୁବୀର ମନ୍ଦିରରେ ପୂଜାର୍ଚ୍ଚନା ସହ ଦର୍ଶନ କରିବାପରେ ଶ୍ରୀରାମ ସଂସ୍କୃତ ମହାବିଦ୍ୟାଳୟ ଯାଇ ଦିବଂଗତ ଶ୍ରୀ ଅରବିନ୍ଦ ଭାଇମଫତଲାଲଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବେ। ପରେ ପରେ ସେମଧ୍ୟ ଜାନକୀକୁଣ୍ଡ ଚିକିତ୍ସାଳୟର ନୂତନ ଶାଖାକୁ ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀ ମଧ୍ୟ ସ୍ୱର୍ଗତ ଅରବିନ୍ଦ ଭାଇ ମଫତଲାଲଙ୍କ ଜନ୍ମ ଶତବାର୍ଷିକୀସମାରୋହ ଜନସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ। ଶ୍ରୀ ସଦଗୁରୁସେବା ସଂଘ ଟ୍ରଷ୍ଟ ପରମପୂଜ୍ୟ ରଣଛୋଡ଼ଦାସଜୀ ମହାରାଜାଙ୍କ ଦ୍ୱାରା୧୯୬୮ରେ ପ୍ରତିଷ୍ଠା କରାଯାଇଥିଲା। ଶ୍ରୀ ଅରବିନ୍ଦ ଭାଇ ମଫତଲାଲପରମପୂଜ୍ୟ ରଣଛୋଡ଼ଦାସଜୀ ମହାରାଜଙ୍କ ଦ୍ୱାରା ବିଶେଷ ଭାବେଅନୁପ୍ରାଣିତ ହୋଇ ଟ୍ରଷ୍ଟ ସ୍ଥାପନା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣକରିଥିଲେ।

ଶ୍ରୀ ଅରବିନ୍ଦ ଭାଇ ମଫତଲାଲ ସ୍ୱାଧୀନତ୍ତୋର ଭାରତବର୍ଷରେ ଜଣେଅଗ୍ରଣୀ ଉଦ୍ୟୋଗପତି ଥିଲେ ଓ ଦେଶର ଅଭିବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକାଗ୍ରହଣ କରିଥିଲେ।

ଚିତ୍ରକୂଟ ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ତୁଳସୀ ପୀଠ ପରିଦର୍ଶନକରିବେ। ସେ କଞ୍ଚ ମନ୍ଦିର ଠାରେ ପ୍ରାୟ ଅପରାହ୍ଣ ୩.୧୫ ମିନିଟରେପୂଜାର୍ଚ୍ଚନା ଓ ଦର୍ଶନ କରିବେ। ସେ ତୁଳସୀ ପୀଠରେ ଜଗତଗୁରୁରାମାନନ୍ଦାଚାର୍ଯ୍ୟଙ୍କ ଆଶୀର୍ବାଦ ଭିକ୍ଷା କରିବା ସହ ଏକ ସାଧାରଣକାର୍ଯ୍ୟକ୍ରମରେ ଯୋଗଦେଇ ତିନିଟି ପୁସ୍ତକ ଉନ୍ମୋଚନ କରିବେ। ସେଗୁଡ଼ିକ ହେଲା ‘ଅଷ୍ଟାଧ୍ୟାୟୀ ଭାଷ୍ୟ’, ‘ରାମଚନ୍ଦ୍ରାଚାର୍ଯ୍ୟ ଚରିତମ’ ଓ ‘ଶ୍ରୀକ୍ରିଷ୍ଣ କୀ ରାଷ୍ଟ୍ରଲୀଳା’।

ମଧ୍ୟ ପ୍ରଦେଶସ୍ଥିତ ଚିତ୍ରକୂଟରେ ଅବସ୍ଥିତ ତୁଳସୀ ପୀଠ ହେଉଛି ଏକଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ସାମାଜିକ ସେବା ପ୍ରତିଷ୍ଠାନ। ଜଗତଗୁରୁରାମଚନ୍ଦ୍ରାଚାର୍ଯ୍ୟ ଏହାକୁ ୧୯୮୭ରେ ପ୍ରତିଷ୍ଠା କରିଥିଲେ। ହିନ୍ଦୁ ଧର୍ମସାହିତ୍ୟ ପ୍ରକାଶରେ ତୁଳସୀ ପୀଠ ଅଗ୍ରଣୀ ଭୂମିକା ଗ୍ରହଣ କରିଥାଏ।

ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025
Latest News

ମହାଅଷ୍ଟମୀ-ନବମୀରେ କରନ୍ତୁ ଯଜ୍ଞ, ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

September 30, 2025

ଅକ୍ଟୋବର ୧ ରୁ ୩ ଯାଏଁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ 

September 30, 2025

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025

ଲଦାଖ ପ୍ରସଙ୍ଗ: ଲେହ ଓ କାର୍ଗିଲ ଗଣତାନ୍ତ୍ରିକ ମେଣ୍ଟ ସହିତ ଆଲୋଚନା ପାଇଁ ସରକାର ପ୍ରସ୍ତୁତ

September 30, 2025

ବେଆଇନ ଆତସବାଜି ଓ ବିସ୍ଫୋରକ ବ୍ୟବସାୟ ବିରୋଧରେ “ଅଗ୍ନି” ଅଭିଯାନ: 133 ଗିରଫ

September 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.