Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଜିପ୍ଟ ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ଇଜିପ୍ଟ ରାଷ୍ଟ୍ରପତିଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ୍‌ ଫତ୍ତାହ ଏଲ-ସିସି ଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି।

ଉଭୟ ନେତା ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତି ଏବଂ ଏହି ଅଞ୍ଚଳ ତଥା ବିଶ୍ୱ ଉପରେ ଏହାର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ।

ଉଭୟ ନେତା ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି କୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।

ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ଭାରତର ଦୀର୍ଘଦିନର ଏବଂ ନୀତିଗତ ଆଭିମୁଖ୍ୟକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।

ପ୍ରଧାନମନ୍ତ୍ରୀ ପାଲେଷ୍ଟାଇନ୍ ବାସୀଙ୍କ ପାଇଁ ଭାରତର ବିକାଶ ଭାଗିଦାରୀ ଏବଂ ମାନବୀୟ ସହାୟତା ଉପରେ ଆଲୋକପାତ କରିଥିଲେ।

ଶାନ୍ତି ଓ ସ୍ଥିରତା ବଜାୟ ରଖିବା ଏବଂ ମାନବିକ ସହାୟତା ଯୋଗାଇ ଦେବା ଉପରେ ଉଭୟ ନେତା ସହମତ ହୋଇଥିଲେ।

ଇଜିପ୍ଟ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୪ଟି ଜିଲ୍ଲାରେ ସ୍କୁଲ ଛୁଟି

September 22, 2026

ଆଜି ଏଏନ୍‌ଟିଏଫ୍ ମୁଖ୍ୟମାନଙ୍କ ୩ୟ ସମ୍ମିଳନୀ ଉଦ୍‌ଘାଟନ କରିବେ ଅମିତ ଶାହ

September 22, 2026

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

UPI ଶୁଳ୍କକୁ ନେଇ ମୋବାଇଲ୍ ବ୍ୟବସାୟୀଙ୍କ ଚିନ୍ତା, ସରକାରଙ୍କୁ ଚିଠି ଲେଖିଲା AIMRA

September 22, 2026
Latest News

ଆଜି ୪ଟି ଜିଲ୍ଲାରେ ସ୍କୁଲ ଛୁଟି

September 22, 2026

ଆଜି ଏଏନ୍‌ଟିଏଫ୍ ମୁଖ୍ୟମାନଙ୍କ ୩ୟ ସମ୍ମିଳନୀ ଉଦ୍‌ଘାଟନ କରିବେ ଅମିତ ଶାହ

September 22, 2026

ଗୋପାଳପୁରରୁ ୨୫୦ କିମି ଦୂରରେ ଅବପାତ

September 22, 2026

UPI ଶୁଳ୍କକୁ ନେଇ ମୋବାଇଲ୍ ବ୍ୟବସାୟୀଙ୍କ ଚିନ୍ତା, ସରକାରଙ୍କୁ ଚିଠି ଲେଖିଲା AIMRA

September 22, 2026

ପାଣି ମେଟେକାରୁ ଜୀବିକା: ଆସାମର ମହିଳା ଏସଏଚଜିଙ୍କ ପାଇଁ ନୂଆ ରୋଜଗାର ସୁଯୋଗ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.