Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train Accident: ଉଦ୍ଧାର କାର୍ଯ୍ୟ କରିବା ପାଇଁ ଏସଆରସି ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ନବୀନ
ଆଜିର ଖବର

Train Accident: ଉଦ୍ଧାର କାର୍ଯ୍ୟ କରିବା ପାଇଁ ଏସଆରସି ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ନବୀନ

October 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Train Accident: ଉଦ୍ଧାର କାର୍ଯ୍ୟ କରିବା ପାଇଁ ଏସଆରସି ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ନବୀନ

ଭୁବନେଶ୍ବର: ଆଜି ସଂଧ୍ୟାରେ ଆନ୍ଧ୍ର ଓ ଓଡିଶା ସୀମାନ୍ତରେ ଘଟିଥିବା ରେଳ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତତ୍ପରତା ପ୍ରକାଶ କରିଛନ୍ତି। ତୁରନ୍ତ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବା ପାଇଁ ସେ ସ୍ବତନ୍ତ୍ର ରିଲିଫ କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ କୋରାପୁଟ ଓ ରାୟଗଡା ଜିଲ୍ଲାପାଳଙ୍କୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହିତ ସେ ଏହି ଦୁର୍ଘଟଣାରେ ଆହତମାନଙ୍କର ଶିଘ୍ର ଆରୋଗ୍ୟ କାମନ ମଧ୍ୟ କରିଛନ୍ତି।

trainaccident TrainAccidentDeath ଟ୍ରେନ ଦୁର୍ଘଟଣା ନବୀନ ପଟ୍ଟନାୟକ ରେଳ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

‘ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 15, 2026
Latest News

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

‘ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 15, 2026

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.