Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ: ନଭେମ୍ବର ୨ ରେ ଜେରା କରିବ ଇଡି
ଆଜିର ଖବର

ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ: ନଭେମ୍ବର ୨ ରେ ଜେରା କରିବ ଇଡି

October 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପ ର ବଡ଼ ପଦକ୍ଷେପ: ବିଧାନସଭା ନିର୍ବାଚନ ପାଇଁ ମେଣ୍ଟ ଘୋଷଣା କଲେ ଅରବିନ୍ଦ କେଜରିୱାଲ
ଆପ ର ବଡ଼ ପଦକ୍ଷେପ: ବିଧାନସଭା ନିର୍ବାଚନ ପାଇଁ ମେଣ୍ଟ ଘୋଷଣା କଲେ ଅରବିନ୍ଦ କେଜରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ଅବକାରୀ ନୀତି ସହ ଜଡିତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ ପଠାଇଛି। ଆଜି ଇଡି ଏକ ବିଜ୍ଞପ୍ତି ଜାରି କରି ତାଙ୍କୁ ନଭେମ୍ବର ୨ ତାରିଖରେ ଜେରା ପାଇଁ ଡାକିଛି।

ଏହାପୂର୍ବରୁ ଆଜି ଦିଲ୍ଲୀ ଅବକାରୀ ନୀତି ମାମଲାରେ ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଥିବା ଆମ୍ ଆଦମୀ ପାର୍ଟି ସରକାରଙ୍କ ପୂର୍ବତନ ଡେପୁଟି ସିଏମ୍ ମନୀଷ ସିସୋଦିଆଙ୍କୁ ବଡ ଝଟକା ଲାଗିଛି। ତାଙ୍କୁ ଜାମିନ ଦେବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି।

ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ ପାଇବା ପରେ ଦିଲ୍ଲୀ ସରକାରୀ ମନ୍ତ୍ରୀ ସୌରଭ ଭରଦ୍ବାଜ କହିଛନ୍ତି ଯେ, ଇଡି ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲଙ୍କ ନିକଟକୁ ସମନ ପଠାଇଛି, ଏଥିରୁ ସ୍ପଷ୍ଟ ହୋଇଛି ଯେ କେନ୍ଦ୍ର ସରକାର କୌଣସି ଉପାୟରେ ଆମ୍ ଆଦମୀ ପାର୍ଟିକୁ ଧ୍ୱଂସ କରିବାକୁ ଚାହୁଁଛନ୍ତି। ତେଣୁ ଅରବିନ୍ଦ କେଜ୍ରିୱାଲଙ୍କୁ ଜେଲକୁ ପଠାଇବା ଏବଂ ଆମ୍ ଆଦମୀ ପାର୍ଟିକୁ ଧ୍ୱଂସ କରିବାକୁ ଉଦ୍ୟମ କରାଯାଉଛି।

ଅବକାରୀ ଦୁର୍ନୀତି ମାମଲା ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026
Latest News

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.