Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ
ଆଜିର ଖବର

ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ

October 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ ପାଞ୍ଚ ଜଣ ଆଇପିଏସଙ୍କର ବଦଳି ହୋଇଛି। ଯେଉଁମାନଙ୍କର ବଦଳ ହୋଇଛି ସେମାନେ ହେଲେ

୧- ୧୯୮୮ ବ୍ୟାଚର ଅରୁଣ କୁମାର ରାୟଙ୍କର ଗୃହମନ୍ତ୍ରାଳୟର ଓଏସଡିରୁ ବଦଳି ହୋଇ ନୂଆ ଦାୟିତ୍ବ ଦିଆଯାଇଛି। ସେ ବର୍ତ୍ତମାନ ପ୍ରିଟିଂ, ଷ୍ଟେସନାରୀ ଏବଂ ପବ୍ଲିକେସନ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ।

୨- ସେହିପରି ୧୯୮୯ ବ୍ୟାଚ ଆଇପିଏସ ଏ ଏମ ପ୍ରସାଦ ଜେଲ ଡିଜି ଭାବେ ବଦଳି ହୋଇଛି। ସେ ଏବେ ଏଚଆରପିସିର ସ୍ପେଶାଲ ଡିଜିପି ଦାୟିତ୍ୱରେ ଥିଲେ।

୩- ୧୯୯୨ ବ୍ୟାଚର ଆଇପିଏସ ଲଳିତ ଦାସ ସରକାର ପ୍ରେସ ନିର୍ଦ୍ଦେଶକ ପଦରୁ ଏଚଆରପିସିର ଆଡିସନାଲ ଡିଜିପି ଭାବେ ବଦଳି ହୋଇଛି।

୪- କମିଶନରେଟ ପୋଲିସର ଭୁବନେଶ୍ୱର-କଟକର ସିପି ଥିବା ୨୦୦୮ ବ୍ୟାଚର ଉମାଶଙ୍କର ଦାଶଙ୍କୁ ସ୍ପେଶାଲ ଇନଭେଷ୍ଟିଗେସନ ୱିଙ୍ଗସର ଡିଆଇଜି ଭାବେ ବଦଳି କରାଯାଇଛି ।

୫-୨୦୦୯ ବ୍ୟାଚର ଆଇପିଏସ ବ୍ରିଜେଶ କୁମାର ରାୟଙ୍କୁ କମିଶନରେଟ ପୋଲିସର ଆଡିସିନାଲ ସିପି ଭାବେ ବଦଳି କରାଯାଇଛି। ପୂର୍ବରୁ ସେ ପୋଲିସ ମୁଖ୍ୟାଳୟ ଡିଆଇଜି ଭାବେ କାର୍ଯ୍ୟ କରୁଥିଲେ।

ips ଆଇପିଏସ ଆଇପିଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Latest News

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026

ଓଡିଶାରେ ଉର୍ଫି ଜାଭେଦ୍: ହୋଟେଲ ସାଣ୍ଡିସ ଟାୱାରରେ ଖେଳିବେ ହର୍ବାଲ ହୋଲି

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.