Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟର ଗାନ୍ଧୀନଗରରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକ
ଆଜିର ଖବର

ଗୁଜରାଟର ଗାନ୍ଧୀନଗରରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକ

October 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜରାଟର ଗାନ୍ଧୀନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଛନ୍ତି ଏବଂ ଟ୍ରଷ୍ଟର କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି।

ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା କିପରି ମନ୍ଦିର କମ୍ପେ୍ଲକ୍ସର ଅଧିକ ଉପଯୋଗ ହୋଇପାରିବ ଏବଂ ତୀର୍ଥଯାତ୍ରୀଙ୍କ ଅଭିଜ୍ଞତା ଆହୁରି ସ୍ମରଣୀୟ ହେବ ତା’ ଉପରେ ମଧ୍ୟ ସେ ସମୀକ୍ଷା କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଗାନ୍ଧୀନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲି। ଟ୍ରଷ୍ଟର କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛୁ। ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା କିପରି ମନ୍ଦିର କମ୍ପେ୍ଲକ୍ସର ଅଧିକ ଉପଯୋଗ ହୋଇପାରିବ ଏବଂ ତୀର୍ଥଯାତ୍ରୀଙ୍କ ଅଭିଜ୍ଞତା ଆହୁରି ସ୍ମରଣୀୟ ହେବ ତା’ ଉପରେ ସମୀକ୍ଷା କରିଛୁ। ଟ୍ରଷ୍ଟ ଦ୍ୱାରା ନିଆଯାଇଥିôବା ବିଭିନ୍ନ ପରିବେଶ ଅନୁକୂଳ ପଦକ୍ଷେପର ମଧ୍ୟ ସମୀକ୍ଷା କରାଯାଇଛି।’

ଗାନ୍ଧୀନଗର ଗୁଜରାଟ ନରେନ୍ଦ୍ର ମୋଦୀ ଶ୍ରୀ ସୋମନାଥ ଟ୍ରଷ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026
Latest News

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.