Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

October 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ରେଳ ସଦନ ଠାରେ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ରକ୍ଷା ପାଇଁ ଉତ୍ସର୍ଗୀକୃତ ହେବା ଏବଂ ରାଷ୍ଟ୍ରିୟ ଏକତା ଦିବସରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଦର୍ଶନ ଏବଂ କର୍ମ ଉପରେ କାର୍ଯ୍ୟ କରିବା ପାଇଁ ଶପଥ ପାଠ କରାଇଛନ୍ତି।

ରାଷ୍ଟ୍ରୀୟ ଏକତା ଦିବସକୁ ସ୍ମରଣୀୟ କରିବା ପାଇଁ ଆଜି ସକାଳେ ରେଳବାଇ କର୍ମଚାରୀ, ରେଳ ସୁରକ୍ଷା ବଳ ଓ ଅଧିକାରୀମାନଙ୍କୁ ନେଇ ଆୟୋଜିତ “ରନ୍ ଫର୍ ୟୁନିଟି” ରାଲିକୁ ସବୁଜ ପତାକା ଦେଖାଇ ମହାପ୍ରବନ୍ଧକ ଶ୍ରୀ ଶର୍ମା ଶୁଭାରମ୍ଭ କରିଥିଲେ।

ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ସହିତ ରେଳପଥର ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀ ସହିତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ସିଦ୍ଧାର୍ଥ କାଟି ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ପୂର୍ବତଟ ରେଳପଥ ମନୋଜ ଶର୍ମା ରାଷ୍ଟ୍ରୀୟ ଏକତା ଦିବସ ରେଳ ସଦନ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.