Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଏସୀୟ ଦିବ୍ୟାଙ୍ଗ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ଏସୀୟ ଦିବ୍ୟାଙ୍ଗ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

November 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ପ୍ରାୟ ସାଢେ ଚାରିଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମଠାରେ ପାରା ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍‌ମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ସମ୍ବୋଧିତ କରିବେ । ଏସୀୟ ପାରା ଗେମ୍‌ସ-୨୦୨୨ରେ ଅଂଶଗ୍ରହଣ କରି ଅସାଧାରଣ କ୍ରୀଡା ନୈପୁଣ୍ୟ ପ୍ରଦର୍ଶନ କରିଥିବା କ୍ରୀଡାବିତ୍‌ମାନଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ସେମାନଙ୍କୁ ଭବିଷ୍ୟତ ପ୍ରତିଯୋଗିତା ପାଇଁ ପ୍ରେତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏସୀୟ ପାରା ଗେମ୍‌ସ୍ -୨୦୨୨ରେ ଭାରତ ୨୯ଟି ସ୍ୱର୍ଣ୍ଣପଦକ ସମେତ ମୋଟ ୧୧୧ଟି ପଦକ ବିଜୟୀ ହୋଇଛି ।  ପୂର୍ବ ଏସୀୟ ପାରା ଗେମ୍‌ସ-୨୦୧୮ ତୁଳନାରେ ଏଥର ପଦକ ସଂଖ୍ୟା ଶତକଡା ୫୪ଭାଗ ବୃଦ୍ଧି ଘଟିଛି  ଓ ୨୦୧୮ରେ ଜିତିଥିବା ସ୍ୱର୍ଣ୍ଣପଦକ ତୁଳନାରେ ଏହା ଦୁଇଗୁଣ ଅଧିକ ।

କାର୍ଯ୍ୟକ୍ରମରେ କ୍ରୀଡାବିତ, ସେମାନଙ୍କ ପ୍ରଶିକ୍ଷକ, ଭାରତୀୟ ପାରା ଅଲିମ୍ପିକ କମିଟି, ଭାରତୀୟ ଅଲିମ୍ପିକ ସଂଘର କର୍ମକର୍ତ୍ତା, ଜାତୀୟ କ୍ରୀଡା ମହାସଂଘର ପ୍ରତିନିଧିଗଣ ଏବଂ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରଣାଳୟର ଅଧିକାର ବୃନ୍ଦ ଯୋଗଦେବେ ।

ଏସୀୟ କ୍ରୀଡା ନରେନ୍ଦ୍ର ମୋଦୀ ଭାରତୀୟ କ୍ରୀଡ଼ାବିତ୍‌ ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.