Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ଟ୍ରଲରକୁ ପଛ ପଟୁ ଧକ୍କା ଦେଲା ଅଟୋ ରିକ୍ସା, ଅଟୋ ଚାଳକଙ୍କ ସମେତ ୪ ମହିଳା ଗୁରୁତର
ଆଜିର ଖବର

ବାଲୁଗାଁ: ଟ୍ରଲରକୁ ପଛ ପଟୁ ଧକ୍କା ଦେଲା ଅଟୋ ରିକ୍ସା, ଅଟୋ ଚାଳକଙ୍କ ସମେତ ୪ ମହିଳା ଗୁରୁତର

November 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ୧୬ ନମ୍ବର ଜାତୀୟ ରାଜପଥ କୋତରି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କୋତରି ଛକ ନିକଟରେ ଏକ ଟ୍ରଲର ଛିଡା ହୋଇରହିଥିଲା। ଏହି ସମୟରେ ଏକ ଅଟୋ ରିକ୍ସା ଆସି ଟ୍ରଲର ପଛ ପଟକୁ ଧକ୍କା ଦେଇଥିଲା। ଫଳରେ ଅଟୋ ଡ୍ରାଇଭର ସମେତ ୫ ଜଣ ଗୁରୁତର ଆହତ ହୋଇଥିଲେ। ପରେ ବାଲୁଗାଁ ଅଗ୍ନିଶମ ବାହିନୀ ଦୁର୍ଘଟଣା ସ୍ଥଳରୁ ଗୁରୁତର ମାନଙ୍କୁ ଉଦ୍ଧାର କରିଥିଲା ଏବଂ ବାଲୁଗାଁ ମେଡିକାଲରେ ଗୁରୁତରମାନଙ୍କୁ ଭର୍ତ୍ତି କରିଥିଲେ।

ଅଟୋ ଚାଳକ ଜଣକ ଅତି ଗୁରୁତର ଥିବାରୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇ ଥିବା ବେଳେ ଅନ୍ୟ ୪ ଜଣ ମହିଳା ଶ୍ରମିକ ଅବସ୍ଥା ଗୁରୁତର ଥିଵା ଜଣା ପଡିଛି। ଏହି ୪ ଜଣ ମହିଳା ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଥିବା ବେଳେ ସେମାନେ ଶ୍ରମିକ ଭାବେ ଧାନ ଫସଲ କାଟିବା ପାଇଁ ବାଲୁଗାଁ ଆସିଥିଲେ।

ଅଟୋ ଚାଳକ ବାଲୁଗାଁ ମହିଳା ଗୁରୁତର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.