Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପରିବାର ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର
ଆଜିର ଖବର

ଓଡିଶା ପରିବାର ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର

November 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପରିବାର ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର
ଓଡିଶା ପରିବାର ସହଯୋଗରେ ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାର

ଭୁବନେଶ୍ଵର: ଆନ୍ଧ୍ର ପ୍ରଦେଶକୁ କାମ କରିବାକୁ ଯାଇ ସେଠାରେ ନିର୍ଯ୍ୟାତିତ ହେଉଥିବା ସୁନ୍ଦରଗଡ ଜିଲ୍ଲାର ୮ ଜଣ ମହିଳାଙ୍କ ସମେତ ୧୧ ଜଣ ଶ୍ରମିକ ସୁରକ୍ଷିତ ଭାବେ ଓଡିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି।

ଆନ୍ଧ୍ରପ୍ରଦେଶରେ ଫସି ରହିଥିବା ନେଇ ଖବର ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବଗତ ହେବା ପରେ ସେମାନଙ୍କୁ ସୁରକ୍ଷିତ ଉଦ୍ଧାରକରି ଓଡିଶା ଫେରାଇ ଆଣିବାକୁ ଓଡିଶା ପରିବାର ନିର୍ଦ୍ଦେଶାଳୟକୁ ପରାମର୍ଶ ଦେଇଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ଆନ୍ଧ୍ର ପ୍ରଦେଶ ସରକାର, ଶ୍ରମ ଓ କର୍ମଚାରୀ, ରାଜ୍ୟଵୀମା ବିଭାଗ ସହିତ ସମନ୍ଵୟ ରକ୍ଷାକରି ସେମାନଙ୍କୁ ଓଡିଶା ଫେରାଇ ଆଣିବାର ବ୍ୟବସ୍ଥା କରିଥିଲେ। ଏହାପରେ ସେମାନଙ୍କ ଫେରିବା ନେଇ ସମସ୍ତ ବାଟ ଫିଟିଥିଲା।

ଆଜି ଏଗାର ଜଣ ଶ୍ରମିକ ଭୁବନେଶ୍ଵର ରେଳଷ୍ଟେସନରେ ପହଞ୍ଚିବାପରେ ଓଡିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଵତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ପ୍ରୀତିଶ ପଣ୍ଡା ସେମାନଙ୍କୁ ସ୍ୱାଗତ କରିଥିଲେ। ଓଡିଶା ଫେରିଥିବା ଶ୍ରମିକମାନେ ସେମାନଙ୍କୁ ସୁରକ୍ଷିତ ଭାବେ ଓଡିଶା ଫେରାଇ ଆଣିବାରେ ସମସ୍ତ ସହଯୋଗ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡିଶା ପରିବାର ନିର୍ଦେଶାଳୟର ନିର୍ଦେଶକ ଓ ତାଙ୍କ ଟିମ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟଵୀମା ବିଭାଗ ଅଧିକାରୀମାନଙ୍କୁ କୃତଜ୍ଞତା ଜଣାଇଛନ୍ତି।

Odisha Paribar
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.