Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ୯୮ବର୍ଷ ବୟସରେ ପରଲୋକ
ଆଜିର ଖବର

ପୂର୍ବତନ ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ୯୮ବର୍ଷ ବୟସରେ ପରଲୋକ

November 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ୯୮ବର୍ଷ ବୟସରେ ପରଲୋକ

ଭୁବନେଶ୍ବର: ପଶ୍ଚିମ ଓଡିଶାର ପ୍ରଥମ ମହିଳା ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କର ଆଜି ୯୮ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ କିଛିଦିନ ତଳେ ଘରେ ପଡିଯିବାରୁ ଅସୁସ୍ଥ ହୋଇପଡିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ‘ଭଟଲିର ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ସରସ୍ଵତୀ ପ୍ରଧାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ ସେବା ତଥା କଲ୍ଯାଣ ପାଇଁ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’

Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Latest News

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026

ଆଜି ଅକ୍ଟୋବର ୧୫ ତାରିଖରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.