Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷିୟାନ ସାମ୍ବାଦିକ ଶରତ ମିଶ୍ରଙ୍କ ପରଲୋକ, ଓଡିଆ ଗଣମାଧ୍ୟମରେ ଶୋକର ଛାୟା
ଆଜିର ଖବର

ବର୍ଷିୟାନ ସାମ୍ବାଦିକ ଶରତ ମିଶ୍ରଙ୍କ ପରଲୋକ, ଓଡିଆ ଗଣମାଧ୍ୟମରେ ଶୋକର ଛାୟା

November 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
SaratMishra
ବର୍ଷିୟାନ ସାମ୍ବାଦିକ ଶରତ ମିଶ୍ରଙ୍କ ପରଲୋକ, ଓଡିଆ ଗଣମାଧ୍ୟମରେ ଶୋକର ଛାୟା

ଭୁବନେଶ୍ବର: ଓଡିଶାର ବର୍ଷିୟାନ ସାମ୍ବାଦିକ ତଥା ସମାଜ ର ପୂର୍ବତନ ସମ୍ପାଦକ ଶରତ ମିଶ୍ରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଓଡିଶା ଗଣ ମାଧ୍ୟମର ଜଣେ ପରିଚିତ ବ୍ୟକ୍ତିତ୍ବ। ସେ ବ୍ରହ୍ମପୁରରୁ ପ୍ରକାଶିତ ଅନୁପମ ଭାରତର ପ୍ରତିଷ୍ଠାତା ସମ୍ପାଦକ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ସେ ପ୍ରଥମେ ଇଷ୍ଟର୍ଣ୍ଣ ଟାଇମସ ଗ୍ରୁପରୁ ନିଜର ସାମ୍ବାଦିକତା ଆରମ୍ଭ କରିଥିଲେ। ସମ୍ବାଦ ଖବର କାଗଜ ଆରମ୍ଭ ବେଳେ ସେ ଥିଲେ ବାର୍ତ୍ତା ସଂପାଦକ। ଏହାପରେ ସେ ବିଭିନ୍ନ ସମୟରେ କୋଲକାତାରୁ ପ୍ରକାଶିତ ଅମୃତ ବଜାର ପତ୍ରିକାରେ ଓଡିଶା ପ୍ରତିନିଧି ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିଲେ। ସେ ସମାଜର ସଂପାଦକରୁ ଅବସର ନେବା ପରେ ପ୍ରତିନିଧି ନାମିତ ଏକ ଫିଚର ପତ୍ରିକାର ସଂପାଦକ ଥିଲେ।

ତାଙ୍କ ବିୟୋଗରେ ଓଡିଆ ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛି।

ଶରତ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026

କରାଚୀରେ ବଡ଼ ଆତଙ୍କୀ ହମଲା : ଆତ୍ମଘାତୀ ବିସ୍ଫୋରଣ ପରେ ଗୁଳିବର୍ଷା ଜାରି

June 27, 2026
Latest News

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ଆଜି ଜୁନ୍ ୨୮ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.