Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରସାମ୍ୟ ହରାଇ ତାମ୍ପରା ହ୍ରଦରେ ବୁଡ଼ିଗଲା ଡଙ୍ଗା: ଭାଉଜ ମୃତ, ନଣନ୍ଦ ଉଦ୍ଧାର
ଆଜିର ଖବର

ଭାରସାମ୍ୟ ହରାଇ ତାମ୍ପରା ହ୍ରଦରେ ବୁଡ଼ିଗଲା ଡଙ୍ଗା: ଭାଉଜ ମୃତ, ନଣନ୍ଦ ଉଦ୍ଧାର

November 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଛତ୍ରପୁର ହୁମର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟାମ୍ପରା ହ୍ରଦରେ ଡଙ୍ଗା ବୁଡି ଭାଉଜର ମୃତ ହୋଇଥିବା ବେଳେ ନଣନ୍ଦକୁ ଉଦ୍ଧାର କରାଯାଇଛି।

ସୂଚନା ଅନୁଯାୟୀ, ତାମ୍ପରା ହ୍ରଦ ପାର ହୋଇ ଜଙ୍ଗଲରୁ କାଠ ଆଣିବା ପାଇଁ ଭାଉଜ ପୁଷ୍ପା ବେହେରା ଓ ନଣନ୍ଦ ବନିତା ବେହେରା ଯାଇଥିଲେ। ଉଭୟ କାଠ ଆଣି ଡଙ୍ଗା ସାହାଯ୍ୟରେ ଫେରୁଥିବା ବେଳେ ଅଘଟଣ ଘଟିଥିଲା। ଡଙ୍ଗାଟି ଭାରସାମ୍ୟ ହରାଇ ହ୍ରଦରେ ଓଲଟି ପଡ଼ିଥିଲା। ଯାହା ଫଳରେ ଉଭୟେ ଡଙ୍ଗାରୁ ଖସି ଯାଇ ଚିତ୍କାର କରିଥିଲେ।

ନିକଟରେ ଥିବା ଲୋକମାନେ ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଓଡ୍ରାଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରି ଭାଉଜ ପୁଷ୍ପାକୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲା ବେଳେ ନଣନ୍ଦକୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇଥିଲେ। ଏହି ଖବର କୁ ନେଇ ଗାଁ ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ତାମ୍ପରା ହ୍ରଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

୯ମ ଶ୍ରେଣୀ ପାଠ୍ୟକ୍ରମ ସଂଶୋଧନ କଲା ଏନସିଇଆରଟି: ପ୍ରକାଶ ପାଇଲା ନୂତନ ଗଣିତ ପୁସ୍ତକ

September 22, 2026
Latest News

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.