Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେରଳ ଛୁଇଁଲା ମୌସୁମୀ : ରାଜ୍ୟରେ କିଛି ସ୍ଥାନରେ ବର୍ଷା
ଆଜିର ଖବର

କେରଳ ଛୁଇଁଲା ମୌସୁମୀ : ରାଜ୍ୟରେ କିଛି ସ୍ଥାନରେ ବର୍ଷା

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟାଇ ମୌସୁମୀ ଆଜି କେରଳ ଛୁଇଁଛି ।  ଭାରତୀୟ ପାଣିପାଗ ବିଭାଗ ଏନେଇ ସ୍ପଷ୍ଟ କରିଛି । ଏନେଇ ରାଜ୍ୟରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଯାଇଛି । ରାଜଧାନୀ ତିରୁବନ୍ତପୁରମ ସହ ୪ଟି ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହାସହ ଜୁନ ୯,୧୦ ଏବଂ ୧୧ରେ କେରଳର ତ୍ରିଶୁର, ଏର୍ଣ୍ଣାକୁଲମ, ମଲପୁରମ, କାଝିକୋଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪୮ ଘଂଟାରେ ରାଜ୍ୟର ପ୍ରାୟ ସମସ୍ତ ଅଂଚଳରେ ବର୍ଷା ହେବ । ୨୦୧୪ରେ ମୌସୁମୀ ଜୁନ ୫, ୨୦୧୫ରେ ଜୁନ ୬, ୨୦୧୬ରେ ଜୁନ ୮, ୨୦୧୮ରେ ମେ ୨୯ରେ ମୌସୁମୀ କେରଳ ଛୁଇଁଥିଲା । ତେବେ ଆସନ୍ତା ୭ ଦିନ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.