Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓ୍ବାୟାନାଡରେ ଚାଷୀ ଏବଂ ଜନଜାତିଙ୍କ ସମସ୍ୟା ଶୁଣିଲେ ରାହୁଲ ଗାନ୍ଧୀ
ଆଜିର ଖବର

ଓ୍ବାୟାନାଡରେ ଚାଷୀ ଏବଂ ଜନଜାତିଙ୍କ ସମସ୍ୟା ଶୁଣିଲେ ରାହୁଲ ଗାନ୍ଧୀ

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ତିନି ଦିନିଆ ଓ୍ବାୟାନାଡ ଗସ୍ତରେ ଅଛନ୍ତି । ନିଜର ସଂସଦୀୟ କ୍ଷେତ୍ରକୁ ଗସ୍ତ କରି ରାହୁଲ ଚାଷୀ, ଜନଜାତି ଏବଂ ଅନ୍ୟାନ୍ୟ ଅବହେଳିତ ଶ୍ରେଣୀର ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ସଂସଦଙ୍କୁ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉଦ୍ଦିଷ୍ଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ରାହୁଲ ସମସ୍ତଙ୍କ ଅଭିଯୋଗ ଶୁଣିଛନ୍ତି । ଏହା ସହିତ ରାହୁଲ ଦଳୀୟ କାର୍ଯ୍ୟକର୍ତ୍ତା, ସ୍ଥାନୀୟ ପ୍ରତିନିଧି ଏବଂ ସରକାରୀ କର୍ମଚାରୀଙ୍କ ସହିତ ଜନ ସାଧାରଣଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିବେ । ରାହୁଲଙ୍କ ସଂସଦୀୟ କ୍ଷେତ୍ର ଉତ୍ତର କେରଳର ଓ୍ବାୟାନାଡ, ମାଲାପ୍ପୁରମ୍‌ ଏବଂ କୋଝିକୋଡ ପର୍ଯ୍ୟନ୍ତ ବ୍ୟାପ୍ତ । ରାହୁଲଙ୍କ ଏହି ଗସ୍ତରେ ରାହୁଲ ୨୨ଜଣ କେରଳ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟଙ୍କୁ ଭେଟିବେ ବୋଲି କେ ସି ବେନୁଗୋପାଳ ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ରବିବାର ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆସିଲା ବଡ ଖବର: ମ୍ୟାଚ୍ ଫିକ୍ସିଂ ଅଭିଯୋଗରେ ଏହି ଖଳାଳି ନିଲମ୍ବିତ

January 29, 2026

ଆଉ ଏକ ବିମାନ ଦୁର୍ଘଟଣାଗ୍ରସ୍ତ, ସମସ୍ତ ୧୫ ଯାତ୍ରୀ ମୃତ

January 29, 2026
Latest News

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026

ଟି-୨୦ ବିଶ୍ୱକପ୍ ପରେ ପ୍ରଶିକ୍ଷକ ପଦରୁ ହଟିବେ ଗୌତମ ଗମ୍ଭୀର?: ସ୍ପଷ୍ଟ କଲା ବିସିସିଆଇ 

January 29, 2026

ଓଡ଼ିଶାର ହିର୍ଲି ଆବାସିକ ବିଦ୍ୟାଳୟକୁ ଜାତୀୟ ପୁରସ୍କାର: ଦ୍ୱିତୀୟ ସ୍ଥାନ ସହିତ ମିଳିଲା ୭୫ ଲକ୍ଷ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆସିଲା ବଡ ଖବର: ମ୍ୟାଚ୍ ଫିକ୍ସିଂ ଅଭିଯୋଗରେ ଏହି ଖଳାଳି ନିଲମ୍ବିତ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.