Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓ୍ବାୟାନାଡରେ ଚାଷୀ ଏବଂ ଜନଜାତିଙ୍କ ସମସ୍ୟା ଶୁଣିଲେ ରାହୁଲ ଗାନ୍ଧୀ
ଆଜିର ଖବର

ଓ୍ବାୟାନାଡରେ ଚାଷୀ ଏବଂ ଜନଜାତିଙ୍କ ସମସ୍ୟା ଶୁଣିଲେ ରାହୁଲ ଗାନ୍ଧୀ

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ତିନି ଦିନିଆ ଓ୍ବାୟାନାଡ ଗସ୍ତରେ ଅଛନ୍ତି । ନିଜର ସଂସଦୀୟ କ୍ଷେତ୍ରକୁ ଗସ୍ତ କରି ରାହୁଲ ଚାଷୀ, ଜନଜାତି ଏବଂ ଅନ୍ୟାନ୍ୟ ଅବହେଳିତ ଶ୍ରେଣୀର ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ସଂସଦଙ୍କୁ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉଦ୍ଦିଷ୍ଟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ରାହୁଲ ସମସ୍ତଙ୍କ ଅଭିଯୋଗ ଶୁଣିଛନ୍ତି । ଏହା ସହିତ ରାହୁଲ ଦଳୀୟ କାର୍ଯ୍ୟକର୍ତ୍ତା, ସ୍ଥାନୀୟ ପ୍ରତିନିଧି ଏବଂ ସରକାରୀ କର୍ମଚାରୀଙ୍କ ସହିତ ଜନ ସାଧାରଣଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିବେ । ରାହୁଲଙ୍କ ସଂସଦୀୟ କ୍ଷେତ୍ର ଉତ୍ତର କେରଳର ଓ୍ବାୟାନାଡ, ମାଲାପ୍ପୁରମ୍‌ ଏବଂ କୋଝିକୋଡ ପର୍ଯ୍ୟନ୍ତ ବ୍ୟାପ୍ତ । ରାହୁଲଙ୍କ ଏହି ଗସ୍ତରେ ରାହୁଲ ୨୨ଜଣ କେରଳ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟଙ୍କୁ ଭେଟିବେ ବୋଲି କେ ସି ବେନୁଗୋପାଳ ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ରବିବାର ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Latest News

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.