Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପବାଚସ୍ପତି ପଦରୁ ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ
ଆଜିର ଖବର

ଉପବାଚସ୍ପତି ପଦରୁ ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

November 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପବାଚସ୍ପତି
ଉପବାଚସ୍ପତି ପଦରୁ ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ବର: ଉପବାଚସ୍ପତି ପଦରୁ ଇସ୍ତଫା ଦେଇପାରନ୍ତି ବିଧାୟକ ରଜନୀକାନ୍ତ ସିଂ।  ହେଲେ ତାଙ୍କର ନିକଟତମ ମହଲରୁ ଯାହା ସୂଚନା ସେଥିରେ ସେ ଉପବାଚସ୍ପତି ପଦରୁ ଇସ୍ତଫା ଦେବେ ବୋଲି ଆଗ୍ରହ ପ୍ରକାଶ କରିଛନ୍ତି। ତେବେ କେବେ ଇସ୍ତଫା ଦେବେ ସେ ନେଇ କିଛି ନିଷ୍ପତି କରି ନ ଥିବାର ଜଣାପଡିଛି। ରଜନୀକାନ୍ତ ସିଂ ଅନୁଗୁଳରୁ ଚାରିଥର ବିଧାୟକ ଭାବେ ନିର୍ବାଚିତ ହୋଇଆସିଛନ୍ତି।

କାରଣରେ ଏହା କୁହାଯାଇଛି ଯେ, ସେ ନିଜ ନିର୍ବାଚନ ମଣ୍ଡଳୀରେ ମନୋନିବେଶ କରିବେ। କାରଣ ବର୍ତ୍ତମାନ ନିର୍ବାଚନ ପାଖେଇ ଆସୁଥିବାରୁ ସଂଗଠନକୁ ସୁଦୃଢ କରିବେ। ସେ ଉପବାଚସ୍ପତି ପରି ସାମ୍ବିଧାନିକ ପଦବୀରେ ରହି ଦଳୀୟ କାମ କରିବାରେ କଟକଣା ରହୁଛି। ସେଥିପାଇଁ ସେ ଇସ୍ତଫା ଦେଇ ସଂଗଠନ କାମ କରିବେ। ତେବେ ଏ ନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ।

ଉପବାଚସ୍ପତି ରଜନୀକାନ୍ତ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026

ଏସଆଇଆର ଉପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

March 7, 2026

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026
Latest News

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026

ସରକାର ଏଗ୍ରିଷ୍ଟାକ୍‌ ମାଧ୍ୟମରେ କୃଷି ପାଇଁ ଏକ ଡିଜିଟାଲ୍ ସାର୍ବଜନୀନ ଭିତ୍ତିଭୂମି ବିକଶିତ କରୁଛି: ପ୍ରଧାନମନ୍ତ୍ରୀ

March 7, 2026

ଏସଆଇଆର ଉପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

March 7, 2026

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.