Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ ପ୍ରହ୍ଲାଦ ପଟେଲଙ୍କ କାର ଦୁର୍ଘଟଣାର ଶିକାର: ଜଣେ ମୃତ, ୫ ଆହତ
ଆଜିର ଖବର

କେନ୍ଦ୍ର ମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ ପ୍ରହ୍ଲାଦ ପଟେଲଙ୍କ କାର ଦୁର୍ଘଟଣାର ଶିକାର: ଜଣେ ମୃତ, ୫ ଆହତ

November 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ସଡକ ଦୁର୍ଘଟଣାରେ ବିଜେପିର ତାରକା ପ୍ରଚାରକ ତଥା ନରସିଂହପୁରର ବିଜେପି ପ୍ରାର୍ଥୀ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ ଆହତ ହୋଇଛନ୍ତି। କୁହାଯାଉଛି ଯେ, ଏହି ଦୁର୍ଘଟଣା ଅମରୱାଡା ନିକଟରେ ଛିନ୍ଦୱାଡା ଠାରୁ ନରସିଂହପୁରକୁ ଆସୁଥିବା ବେଳେ ଘଟିଛି। କୁହାଯାଉଛି ଯେ, ଭୁଲ ପାର୍ଶ୍ୱରୁ ଆସୁଥିବା ମୋଟରସାଇକେଲ ଚାଳକଙ୍କ ସହ ତାଙ୍କ ଗାଡି ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଅନ୍ୟ ଚାରି ରୁ ପାଞ୍ଚ ଜଣ ମଧ୍ୟ ଆହତ ହୋଇଥିବା ଜଣାଯାଇଛି। ପ୍ରହ୍ଲାଦ ପଟେଲ ସାମାନ୍ୟ ଆହତ ହୋଇଥିବା ଜଣାଯାଇଛି।

ଜଣେ ଶିକ୍ଷକଙ୍କ ମୃତ୍ୟୁ:

ଏହି ସଡକ ଦୁର୍ଘଟଣାରେ ମୋଟରସାଇକେଲରେ ବସିଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବାବେଳେ ପାଞ୍ଚ ଜଣ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ ଛିନ୍ଦୱାଡା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ ଅଳ୍ପକେ ବର୍ତ୍ତି ଯାଇଥିଲେ। ସେ ସାମାନ୍ୟ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ କେନ୍ଦ୍ର ମନ୍ତ୍ରୀ ପଟେଲଙ୍କ ବିରୋଧରେ ସ୍ଲୋଗାନ ମଧ୍ୟ ଦେଇଥିଲେ।

କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ତାରକା ପ୍ରଚାରକ ନରସିଂହପୁର ବିଜେପି ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.