Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡାରେ ଦୁଇଟି ବାଘ ଚମଡା ଜବତ କଲା ଏସଟିଏଫ, ଦୁଇ ଗିରଫ
ଆଜିର ଖବର

ରାୟଗଡାରେ ଦୁଇଟି ବାଘ ଚମଡା ଜବତ କଲା ଏସଟିଏଫ, ଦୁଇ ଗିରଫ

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାୟଗଡାରେ ଦୁଇଟି ବାଘ ଚମଡା ଜବତ କଲା ଏସଟିଏଫ, ଦୁଇ ଗିରଫ

ଭୁବନେଶ୍ବର: ଏସଟିଏଫ ଏକ ବଡ ଚଢାଉ କରି ଗତକାଲି ଦୁଇଟି ଚିତା ବାଘର ଚମଡା ଜବତ କରିଛି। ଏଥିସହିତ କେତେକ ଉପକରଣ ମଧ୍ୟ ଜବତ ହୋଇଛି। ଏହି ବାଘ ଚମଡା ବିକ୍ରି କରିବା ପାଇଁ ଯାଉଥିବା ବେଳେ ଏସଟିଏଫ ଚଢାଉ କରିଥିଲା। ଦୁଇଜଣ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି।

ଘଟଣାରୁ ଜଣାପଡିଛି ଯେ, କେତେକ ବ୍ୟକ୍ତି ବିରଳ ପଶୁଙ୍କ ଅଙ୍ଗ ବିକ୍ରି କରିବାକୁ ଯୋଜନା କରୁଛନ୍ତି ବୋଲି ଏସଟିଏଫ ଏକ ବିଶେଷ ସୁତ୍ରରୁ ଖବର ମିଳିଥିଲା। ସେହି ଅନୁସାରେ ଏକ ଟିମ ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଟମ୍ଫରାବିଦୁନି ଛକରେ ଜଗି ରହିଥିଲା।

ଦୁଇଜଣ ବ୍ୟକ୍ତି ଆସିବା ପରେ ଏସଟିଏଫ ସେମାନଙ୍କୁ ଧରି ତାଙ୍କଠାରୁ ଦୁଇଟି ବାଘ ଚମଡା ଜବତ କରିଥିଲା। ସେମାନଙ୍କୁ ପଚାରାଉଚୁରା କରିବା ବେଳେ କୌଣସି ସନ୍ତୋଷ ଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇଥିଲା। ସେମାନେ ହେଲେ ବିକ୍ରମ ମାଝି ଏବଂ ରାଜା ମାଝି। ଏ ନେଇ ଅଧିକ ଅନୁସନ୍ଧାନ ଜାରୀ ରହିଛି।

ଚମଡା ଦୁଇଟି ଡେରାଡୁନରେ ଥିବା ୱାଲଡି ଲାଇଫ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆକୁ ପରୀକ୍ଷା ପାଇଁ ପଠାଯାଇଛି।

ବାଘ ଚମଡା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.