Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ସାରା ରାଜ୍ୟରେ କଂଗ୍ରେସ କରିବ ସଂକୀର୍ତନ ସତ୍ୟାଗ୍ରହ
ଆଜିର ଖବର

ଆସନ୍ତାକାଲି ସାରା ରାଜ୍ୟରେ କଂଗ୍ରେସ କରିବ ସଂକୀର୍ତନ ସତ୍ୟାଗ୍ରହ

November 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ସାରା ରାଜ୍ୟରେ କଂଗ୍ରେସ କରିବ ସଂକୀର୍ତନ ସତ୍ୟାଗ୍ରହ

ଭୁବନେଶ୍ୱର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ଚାରି ଦ୍ୱାରା ଖୋଲିବା, ରତ୍ନ ଭଣ୍ଡାରର ଗଣତି, ମଣତି, ମରାମତି ଏବଂ ବେଦାନ୍ତ କମ୍ପାନୀ ଦ୍ୱାରା ଅଧିଗ୍ରହଣ କରାଯାଇଥିବା ଜଗନ୍ନାଥଙ୍କ ଅମୃତମଣୋହି ଜମି ଓ ଚାଷୀଙ୍କ ଚାଷ ଜମିକୁ ତୁରନ୍ତ ଫେରସ୍ତ କରିବା ଦାବିରେ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ନଭେମ୍ବର ୯ ତାରିଖ ଗୁରୁବାର ସକାଳ ୯ ଘଟିକା ଠାରୁ ଦିବା ୧୨ ଘଂଟିକା ପର୍ଯ୍ୟନ୍ତ ରାଜ୍ୟ ସମସ୍ତ ବ୍ଲକ, ଏନ୍‌.ଏସ୍‌.ସି, ମ୍ୟୁନିସ୍‌ପାଲଟି ଓ ମହାନଗରରେ ଥିବା ଜଗନ୍ନାଥ ମନ୍ଦିର ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ କରି “ସଂକ୍ରୀର୍ତନ ସତ୍ୟାଗ୍ରହ” କରାଯିବ ବୋଲି ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଆହ୍ୱନ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନରେ ଏକ ସମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମଳନୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ କହିଥିଲେ ଯେ ଆସନ୍ତା ନଭେମ୍ବର ୯ ତାରିଖ ଗୁରୁବାର ୯ ଘଟିକା ଠାରୁ ଦିବା ୧୨ ଘଟିକା ପର୍ଯ୍ୟନ୍ତ ସଚ୍ଚିବାଳୟର ପଛପଟେ ଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ସମ୍ମୁଖରେ ପ୍ରଦୀପ ପଜ୍ୱଳନ କରି ସଂକୀର୍ତନ ସତ୍ୟାଗ୍ରହ କାର୍ଯ୍ୟକ୍ରମ କରାଯିବ।

ଉକ୍ତ ସଂକୀର୍ତନ ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ବରିଷ୍ଠ ନେତୃବର୍ଗ, କର୍ମକର୍ତା, ଜିଲ୍ଲା ସାମୁଖ୍ୟ ଓ ପ୍ରକୋଷ୍ଠର ନେତୃବୃନ୍ଦ, ଜଗନ୍ନାଥ ପ୍ରେମୀ, ଶୁଭେଚ୍ଛୁ ଏବଂ ଜନସାଧାରଣଙ୍କୁ ଯୋଗ ଦେବା ପାଇଁ ଶ୍ରୀ ଦାସ ନିବେଦନ କରିଛନ୍ତି।

ଜିଲ୍ଲା କଂଗ୍ରେସର ମୁଖପାତ୍ର ଶ୍ରୀମତୀ ଜୟଶ୍ରୀ ପାତ୍ର କହିଛନ୍ତି ଯେ ସରକାର ବିଭିନ୍ନ ପଂଚାୟତରେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ବୋଲି କହୁଥିବାବେଳେ କାହିଁକି ଜଗନ୍ନାଥ ମନ୍ଦିରର ଚାରି ଦ୍ୱାର ଖୋଲୁ ନାହାନ୍ତି? କାର୍ତିକ ମାସରେ ଭକ୍ତମାନେ ଜଗନ୍ନାଥଙ୍କୁ ଦର୍ଶନ ନ କରି ପାରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

କଂଗ୍ରେସ ଉପରୋକ୍ତ ୬ ଦାବିକୁ ପୂରଣ ନ ହେଲା ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ବିରୁଦ୍ଦରେ ଜାରି ରଖିବ। ସର୍ବଶେଷରେ ବ୍ଲକ କଂଗ୍ରେସ ସଭାପତି ଅଶୋକ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Congress କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାରେ ପାରିତ ହେଲା ‘ସମସ୍ତଙ୍କ ପାଇଁ ବୀମା, ସମସ୍ତଙ୍କ ପାଇଁ ସୁରକ୍ଷା ବିଲ୍ 2025’

December 18, 2025

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025
Latest News

ରାଜ୍ୟସଭାରେ ପାରିତ ହେଲା ‘ସମସ୍ତଙ୍କ ପାଇଁ ବୀମା, ସମସ୍ତଙ୍କ ପାଇଁ ସୁରକ୍ଷା ବିଲ୍ 2025’

December 18, 2025

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.