Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ବର୍ଷରେ ଘରକୁ ଆଣନ୍ତୁ ଏହି ଜିନିଷ, ବଦଳିବ ଭାଗ୍ୟ
ଆଜିର ଖବର

ନୂଆ ବର୍ଷରେ ଘରକୁ ଆଣନ୍ତୁ ଏହି ଜିନିଷ, ବଦଳିବ ଭାଗ୍ୟ

November 8, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆସନ୍ତା ନୂଆ ବର୍ଷଟି ସାରା ପୃଥିବୀ ପାଇଁ ଆଶା ଓ ସମ୍ଭାବନାର ବର୍ଷ ହେଉ। ସମସ୍ତଙ୍କ ଜୀବନର ସୁଖର ଆନନ୍ଦ ଭରି ଦେଉ। ତେବେ ନୂଆବର୍ଷଟି ଆପଣଙ୍କ ପାଇଁ ବେଶ୍‌ ଶୁଭମୟ ହୋଇପାରିବ। ଆପଣ ଯଦି କିଛି ଉପାୟ ଅବଲମ୍ବନ କରିବେ। ତେବେ ଆସନ୍ତୁ ଜାଣିବା ନୂଆବର୍ଷର କେଉଁ କେଉଁ ଜିନିଷ ଘରକୁ ଆଣିବା ଦ୍ବାରା ବର୍ଷ ସାରା ଘରେ ସୁଖ ଓ ସମୃଦ୍ଧି ଭରି ରହିବ।

ନୂତନ ବର୍ଷ ପ୍ରାରମ୍ଭରେ ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ।

ନୂଆ ବର୍ଷ ଅବସରରେ ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ ଉତ୍ତର ଦିଗରେରଖିବା ଆବଶ୍ୟକ। ଏହାଦ୍ବାରା ଘରେ ସୁଖ-ସୌଭାଗ୍ୟ ରହିବ।

ଯଦି ଆପଣ ଧନ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ଅଛନ୍ତି ତେବେ ନୂଆ ବର୍ଷ ଅବସରରେ ନିଜ ଘରକୁ ମୋତି ଶଙ୍ଖ ଆଣନ୍ତୁ। ଏହି ଶଙ୍ଖକୁ ବିଧି ବିଧାନ ସହିତ ପୂଜା କରି ନିଜ ଆଲମାରୀ କିମ୍ବା ଅଫିସ୍‌ରେ ରଖନ୍ତୁ। ଏହା ଦ୍ବାରା ଆର୍ଥିକ ସଂକଟ ଦୂର ହେବା ସହିତ ଆମଦାନୀର ସ୍ତ୍ରୋତ ବଢିବ।

ଯଦି ଆପଣଙ୍କ କାମ ହେଉ ହେଉ ବିଗିଡି ଯାଉଛି, ଆପଣଙ୍କ ଭାଗ୍ୟ ଆପଣଙ୍କୁ ସାଥ୍‌ ଦେଉନାହିଁ ତେବେ ଆପଣ ନୂଆ ବର୍ଷରେ ଘରକୁ ମୟୂର ଚନ୍ଦ୍ରିକା ବା ପର ଆଣନ୍ତୁ। ଏହା ଅତ୍ୟନ୍ତ ଶୁଭ ଓ ଚମତ୍କାରୀ। ଏହା ଭାଗ୍ୟକୁ ଚମକାଇଥାଏ। କିନ୍ତୁ ଧ୍ୟାନ ରଖନ୍ତୁ ଆପଣ ମୟୂର ପରର ଗୋଚ୍ଛା ଆଣିବେ ନାହିଁ କେବଳ ଗୋଟିଏ 3ଟି ମୟୂର ପର ଆଣିବେ।

ଯଦି ଘରେ କୌଣସି ସମସ୍ୟା ସଦାସର୍ବଦା ରହୁଛି, ତେବେ ଆପଣ ପଦ୍ମବୀଜ ମାଳା ଆଣନ୍ତୁ। ଏହା ମାଳା ଧନ ପ୍ରାପ୍ତି କରାଇଥାଏ। ଏହା ଲକ୍ଷ୍ମୀଙ୍କର ଅତି ପ୍ରିୟ ହୋଇଥାଏ। ଏହାକୁପୂଜା ଘରେ ରଖି ନିଜ ଇଷ୍ଟଦେବୀଙ୍କ ସ୍ମରଣ କରିବା ଦ୍ବାରା ଘରୁ ଦୁଃଖ ଦୂର ହୋଇଥାଏ। ଏହା ସହିତ ଆଗାମୀ ସମୟରେ ଆସିବାକୁ ଥିବା ସମସ୍ତ ବିପତ୍ତିରୁ ମଧ୍ୟ ରକ୍ଷା ମିଳିଥାଏ।

ନୂଆବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026
Latest News

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.