Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଭୋକେସନାଲ୍‌ ଶିକ୍ଷକଙ୍କୁ ଦିଆଗଲା ପ୍ରଶିକ୍ଷଣ
ଆଜିର ଖବର

ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଭୋକେସନାଲ୍‌ ଶିକ୍ଷକଙ୍କୁ ଦିଆଗଲା ପ୍ରଶିକ୍ଷଣ

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ପାଇଁ ଭୋକେସନାଲ୍‌ ଶିକ୍ଷକଙ୍କୁ ଦିଆଗଲା ପ୍ରଶିକ୍ଷଣ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ବ୍ୟାଙ୍କିଙ୍ଗ୍‌ ଫାଇନାନ୍‌ସିଆଲ୍‌ ସର୍ଭିସେସ୍‌ ଏବଂ ଇନ୍‌ସୁରାନ୍ସ ଭୋକେସନାଲ୍‌ ବିଷୟରେ ଶିକ୍ଷକମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଛି।

ପୂର୍ବତନ ଉପନିର୍ଦ୍ଦେଶକ ପ୍ରଫେସର ଡକଫର ତିଳତ୍ତମା ସେନାପତି ପ୍ରଶିକ୍ଷଣ ଶିବିରର ମୁଖ୍ୟ ଉଦ୍ଦେଶ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ। ଶ୍ରୀମତୀ ରଞ୍ଜିତା ମେରୀ ନାୟକ ଉପଶାସନ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଶିକ୍ଷଣ ଶିବିରର କାର୍ଯ୍ୟ ନିର୍ଘଣ୍ଟ ସମ୍ବନ୍ଧରେ ଆଲୋକପାତ କରିଥିଲେ।

ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ରଞ୍ଜନ ବଳ ସମସ୍ତ ଟ୍ରେନି ଓ ରିସୋର୍ସ ପର୍ସନ୍‌ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଗତ କରିଥିଲେ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍‌ ଆୟାର ଦୁଇଦିବସୀୟ ପ୍ରଶିକ୍ଷଣ ଶିବିରର ଲକ୍ଷ୍ୟ ସମ୍ବନ୍ଧରେ ଆଲୋଚନା କରିବା ସହ ଟ୍ରେନିମାନଙ୍କ ଠାରୁ ଫିଡ୍‌ବ୍ୟାକ୍‌ ନେଇଥିଲେ।

ଏନ୍‌ଏସ୍‌କୁ୍ୟଏଫ୍‌ ସିଲାବସ୍‌ ପ୍ରଥମ ବର୍ଷ ପାଇଁ ଲାଗୁ ହୋଇଥିବାରୁ ବିଭିନ୍ନ ମାଧ୍ୟମରୁ ସିଲାବସ୍‌ ସମ୍ବନ୍ଧୀୟ ଶିକ୍ଷା ସାମଗ୍ରୀ ଛାତ୍ରଛାତ୍ରୀମାନଙ୍କୁ ଜଣାଇବା ପାଇଁ ମତପ୍ରଦାନ କରିଥିଲେ। ସହକାରୀ ନିର୍ଦ୍ଦେଶକ ସୁନନ୍ଦା ମେକାପ୍‌ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.