Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀପାବଳିରେ ବାଣ ଫୁଟାଇବା ଉପରେ କଟକଣା ଲଗାଇଲା ଓଡ଼ିଶା
ଆଜିର ଖବର

ଦୀପାବଳିରେ ବାଣ ଫୁଟାଇବା ଉପରେ କଟକଣା ଲଗାଇଲା ଓଡ଼ିଶା

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୀପାବଳିରେ ବାଣ ଫୁଟାଇବା ଉପରେ କଟକଣା ଲଗାଇଲା ଓଡ଼ିଶା

ଭୁବନେଶ୍ୱର: ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ କଟକଣା ଜାରି କରିବା ପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଦୀପାବଳିରେ ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି ।

ଦୀପାବଳି ପାଳନ ସମୟରେ କେବଳ ସବୁଜ ବାଣ ବ୍ୟବହାରକୁ ଅନୁମତି ଦିଆଯାଇଥିବା ବେଳେ ବେରିୟମ୍ ନାଇଟ୍ରେଟ୍ ଥିବା ରାସାୟନିକ ବାଣ ବ୍ୟବହାରକୁ ନିଷିଦ୍ଧ କରାଯାଇଛି।
ମଙ୍ଗଳବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିବା ପରେ ଏହି ପଦକ୍ଷେପ ନିଆଯାଇଛି ଯେ ବେରିୟମ୍ ନାଇଟ୍ରେଟ୍ ଥିବା ବାଣକୁ ନିଷିଦ୍ଧ କରିବା ଆଦେଶ ପ୍ରତ୍ୟେକ ରାଜ୍ୟକୁ ବାନ୍ଧି ରଖିଛି ଏବଂ ଏହା କେବଳ ଦିଲ୍ଲୀ-ଏନସିଆର ଅଞ୍ଚଳରେ ସୀମିତ ନୁହେଁ।

ଗାଇଡଲାଇନ ଅନୁଯାୟୀ, ଦୀପାବଳି ଦିନ ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ଲୋକେ ବାଣ ଫୁଟାଇପାରିବେ। ଶିକ୍ଷାନୁଷ୍ଠାନ, ସ୍ୱାସ୍ଥ୍ୟ ସେବା ଓ ଧାର୍ମିକ ଅନୁଷ୍ଠାନର ୧୦୦ ମିଟର ପରିଧି ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିବ ନାହିଁ। ଜିଲ୍ଲା ପ୍ରଶାସନ ଗାଇଡଲାଇନ ପାଳନକୁ ସୁନିଶ୍ଚିତ କରିବ।

ଉଲ୍ଲଂଘନ ରୋକିବା ପାଇଁ ପ୍ରଶାସନ ସ୍କ୍ୱାଡ୍ ଗଠନ କରିବ। ବାଣରୁ ବାହାରୁଥିବା ଶବ୍ଦକୁ ମାପିବା ପାଇଁ ବୋର୍ଡର ସଦସ୍ୟମାନେ ସ୍କ୍ୱାଡରେ ସାମିଲ ହେବେ ଏବଂ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି।

Cracker Deepavali ଦୀପାବଳି ଦୀପାବଳୀ ବାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Latest News

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.