Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ମେମୁ ଟ୍ରେନ ଲାଇନଚ୍ୟୁତ, ସବୁ ଯାତ୍ରୀ ସୁରକ୍ଷିତ
ଆଜିର ଖବର

ସମ୍ବଲପୁରରେ ମେମୁ ଟ୍ରେନ ଲାଇନଚ୍ୟୁତ, ସବୁ ଯାତ୍ରୀ ସୁରକ୍ଷିତ

November 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
memu train
memu trainସମ୍ବଲପୁରରେ ମେମୁ ଟ୍ରେନ ଲାଇନଚ୍ୟୁତ, ସବୁ ଯାତ୍ରୀ ସୁରକ୍ଷିତ

ଭୁବନେଶ୍ବର: ଆଜି ସମ୍ବଲପୁର ସଙ୍କର୍ମାଠାରେ ମେମୁ ଟ୍ରେନର ଚାରୋଟି ଚକା ଲାଇନଚ୍ୟୁତ ହୋଇଯାଇଛି। ଫଳରେ ଏକ ବଡ ଦୁର୍ଘଟଣାରୁ ଟ୍ରେନଟି ବର୍ତ୍ତି ଯାଇଛି। ଏହାଦ୍ବାରା କୌଣସି ଯାତ୍ରୀଙ୍କର କିଛି କ୍ଷୟକ୍ଷତି ଘଟିନାହିଁ। ଏହି ଟ୍ରେନଟି ଝାରସୁଗୁଡାରୁ ସମ୍ବଲପୁର ଆସୁଥିବା ବେଳେ ଏପରି ଦୁର୍ଘଟଣାର ସମ୍ମୁଖୀନ ହୋଇଛି।

ଘଟଣାରୁ ଜଣାପଡିଛି ଯେ, ଟ୍ରେନଟି ଯାଉଥିବା ବେଳେ ତା ଆଗକୁ ଏକ ମଇଁଷି ଚାଲିଆସିଥିଲା। ଫଳରେ ଟ୍ରେନର କୋଚ ନମ୍ବର 08169 ର ଚାରୋଟି ଚକା ଲାଇନଚ୍ୟୁତ ଘଟିଥିଲା। ଏହାଦ୍ବାରା ଚାରୋଟି ବଗି ମଧ୍ୟ ଲାଇନ ବାହାରକୁ ଚାଲିଯାଇଥିଲା। ଖବର ପାଇ ରେଳ ବିଭାଗର କର୍ମଚାରୀ ଟ୍ରେନକୁ ଲାଇନ ଆଣିବାରେ ସକ୍ଷମ ହୋଇଥିଲେ।

memu train ମେମୁ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.