Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ, ଜାମୁଝରି ପରିସରରେ ଆଇନ ସହାୟତା ପ୍ରକୋଷ୍ଠ ଉଦ୍‌ଘାଟିତ
ଆଜିର ଖବର

ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ, ଜାମୁଝରି ପରିସରରେ ଆଇନ ସହାୟତା ପ୍ରକୋଷ୍ଠ ଉଦ୍‌ଘାଟିତ

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ, ଜାମୁଝରି ପରିସରରେ ଆଇନ ସହାୟତା ପ୍ରକୋଷ୍ଠ ଉଦ୍‌ଘାଟିତ

ଭୁବନେଶ୍ୱର: ଜାମୁଝରୀସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ ଆଶ୍ରମ ପରିସରରେ ଅନ୍ତେବାସୀମାନଙ୍କ ପାଇଁ ଆଇନ ସହାୟତା ପ୍ରକୋଷ୍ଠ ଏବଂ ଗାଡ଼ି ଚାଳନା ପ୍ରଶିକ୍ଷଣ କେନ୍ଦ୍ର ଶୁଭାରମ୍ଭ ହୋଇଛି। ଏହାକୁ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି-ତଥା- ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟର୍ନିବାହୀ ଅଧ୍ୟକ୍ଷ ମାନ୍ୟବର ଡ. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଉଦ୍‌ଘାଟନ କରିଛନ୍ତି।

ଉକ୍ତ ଆଇନସେବା ସହାୟତା ପ୍ରକୋଷ୍ଠ ମାଧ୍ୟମରେ ଅନ୍ତେବାସୀମାନେ ବିନାମୂଲ୍ୟରେ ଆଇନଗତ ସେବା, ସାହାଯ୍ୟ ଓ ପରାମର୍ଶ ପାଇପାରିବେ। ସେମାନଙ୍କୁ ସହାୟତା କରିବା ପାଇଁ ଆଇନଜୀବୀ ଓ ଆଇନ ସହାୟତା କର୍ମୀଙ୍କୁ ପ୍ରାଧିକରଣ ପକ୍ଷରୁ ନିଯୁକ୍ତି ଦିଆଯାଇଛି।

ପ୍ରକାଶଯୋଗ୍ୟ ଯେ, ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ, କଟକ ଏବଂ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ, ଖୋର୍ଦ୍ଧାଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥି ସହ ଅନ୍ତେବାସୀମାନଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ଏକ ମାଗଣା ଗାଡ଼ିଚାଳନା ପ୍ରଶିକ୍ଷଣ କେନ୍ଦ୍ର ମଧ୍ୟ ଉଦ୍‌ଘାଟିତ ହୋଇଛି। ବନ୍ଦୀ ଜୀବନ ଅତିବାହିତ ପରେ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ସହ ଏକ ସମ୍ମାନଜନକ ଜୀବନଯାପନ ପାଇଁ ଅନ୍ତେବାସୀମାନଙ୍କ ନିମନ୍ତେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ଏହି ଅବସରରେ ଓଡ଼ିଶା ହାଇକୋର୍ଟର ରେଜିଷ୍ଟାର ଜେନେରାଲ୍‌ ଶ୍ରୀ ପ୍ରତାପ କୁମାର ପାତ୍ର, ଆଇନ ବିଭାଗ ମୁଖ୍ୟ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, କାରା ମହାନିର୍ଦ୍ଦେଶକ ଶ୍ରୀ ଅମ୍ରିତ୍‌ ମୋହନ ପ୍ରସାଦ, ଅତିରକ୍ତ କାରା ମହାନିର୍ଦ୍ଦେଶକ ଶ୍ରୀ ଅମିତାଭ ଠାକୁର, କାରା ଡିଆଇଜି ଶ୍ରୀ ଗରିବ ସାହୁ, ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟ, ସହସଚିବ ଶ୍ରୀ ସୃଜନ ସାରସ୍ୱତ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସୌଦାମିନୀ ସିଂ, ପ୍ରୋଟୋକଲ ଅଫିସର ଶ୍ରୀ ସୂର୍ଯ୍ୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

jail
Share. Facebook Twitter LinkedIn Email WhatsApp Copy Link

Related Posts

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026
Latest News

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.