Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୫ମନ୍ତ୍ରୀଙ୍କ ସହିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଜଗନ ମୋହନ ରେଡ୍ଡୀଙ୍କ ଶପଥ ଗ୍ରହଣ
ଆଜିର ଖବର

୨୫ମନ୍ତ୍ରୀଙ୍କ ସହିତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଜଗନ ମୋହନ ରେଡ୍ଡୀଙ୍କ ଶପଥ ଗ୍ରହଣ

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Jagan's 25-Member Cabinet Sworn-in
Jagan's 25-Member Cabinet Sworn-in

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ଅନ୍ୟ ୨୫ମନ୍ତ୍ରୀଙ୍କ ସହିତ ଜଗନ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଭେଲାଗାପୁଡିରେ ଅବସ୍ଥାପିତ ରାଜ୍ୟ ସଚିବାଳୟରେ ରାଜ୍ୟପାଳ ଇଏସ୍‌ଏଲ୍‌ ନରସିଂହ ରାଓ ଜଗନ ଏବଂ ଟିମ୍‌କୁ ଶପଥ ପାଠ କରାଇଥିଲେ । ନବଗଠିତ କ୍ୟାବିନେଟ୍‌ରେ ୫ ଜଣ ଉପମୁଖ୍ୟମନ୍ତ୍ରୀ ରହିଥିବା ବେଳେ ତିନି ଜଣ ମହିଳା ସ୍ଥାନ ପାଇଛନ୍ତି । ପ୍ରଥମ ଥର ପାଇଁ କୌଣସି ରାଜ୍ୟରେ ୫ଜଣ ଉପମୁଖ୍ୟମନ୍ତ୍ରୀ ସ୍ଥାନ ପାଇଛନ୍ତି । ପୂର୍ବରୁ ନିଜ କ୍ୟାବିନେଟ୍‌କୁ ପଛୁଆ ବର୍ଗଙ୍କ କ୍ୟାବିନେଟ୍‌ ବୋଲି ଅଭିହିତ କରିଥିବା ଜଗନ ପଛୁଆ ବର୍ଗର ୭ ଜଣ ବିଧାୟକଙ୍କୁ ନିଜ କ୍ୟାବିନେଟରେ ସାମିଲ କରିଛନ୍ତି । ଏହା ସହିତ ଅନୁସୂଚିତ ବର୍ଗର 5 ଜଣ, କାପୁ ଏବଂ ରେଡ୍ଡୀ ସମୁଦାୟରୁ ୪ ଜଣ ଏବଂ ଜନଜାତି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟରୁ ଜଣେ ଲେଖାଏଁ ବିଧାୟକ ଶପଥ ଗ୍ରହଣ କରିଛନ୍ତି । କମ୍ମା ସମୁଦାୟରୁ ଜଣେ ବିଧାୟକ ଶପଥ ଗ୍ରହଣ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.