Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହୁଆ ମୋଇତ୍ରାଙ୍କୁ ସଂସଦରୁ ବହିଷ୍କାର କରିବାକୁ ସୁପାରିସ
ଆଜିର ଖବର

ମହୁଆ ମୋଇତ୍ରାଙ୍କୁ ସଂସଦରୁ ବହିଷ୍କାର କରିବାକୁ ସୁପାରିସ

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
"ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ": ସର୍ବଦଳୀୟ ବୈଠକରେ କହିଲେ ସରକାର
"ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ": ସର୍ବଦଳୀୟ ବୈଠକରେ କହିଲେ ସରକାର

ନୂଆଦିଲ୍ଲୀ: ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରିବାରୁ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରାଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ନଭେମ୍ବର ୯ (ଗୁରୁବାର) ତାରିଖରେ ଏ ନେଇ ନୈତିକତା କମିଟି ବୈଠକ ବସିଥିଲା। କମିଟିର ୧୦ ଜଣ ସଦସ୍ୟଙ୍କ ମଧ୍ୟରୁ ୬ ଜଣ ମହୁଆଙ୍କୁ ଲୋକସଭାରୁ ବହିଷ୍କାର କରିବାକୁ ଭୋଟ୍ ଦେଇଥିଲେ। ୪ ଜଣ ସଦସ୍ୟ ଏହାକୁ ବିରୋଧ କରିଥିଲେ। ଏହି ରିପୋର୍ଟ ନଭେମ୍ବର ୧୦ ତାରିଖ ଶୁକ୍ରବାର ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ପ୍ରଦାନ କରାଯିବ।

ମହୁଆଙ୍କ ବହିଷ୍କାରକୁ ବିରୋଧ କରିଥିବା କମିଟିର ୪ ଜଣ ସଦସ୍ୟ ଏହି ରିପୋର୍ଟକୁ ପକ୍ଷପାତିତାପୂର୍ଣ୍ଣ ଏବଂ ଭୁଲ ବୋଲି କହିଛନ୍ତି।

ତୃଣମୂଳ କଂଗ୍ରେସ ନୈତିକତା କମିଟି ମହୁଆ ମୋଇତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026
Latest News

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.