Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ଟେକ୍ ଏକ୍ସଲେନ୍ସ କର୍ମଶାଳା
ଆଜିର ଖବର

ଡିଏଭି ପୋଖରୀପୁଟରେ ଟେକ୍ ଏକ୍ସଲେନ୍ସ କର୍ମଶାଳା

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଡିଏଭି ପୋଖରୀପୁଟରେ ଟେକ୍ ଏକ୍ସଲେନ୍ସର ବାର୍ଷିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଟେକ୍‌ଷ୍ଟ ବିଦ୍ୟାଳୟର କମ୍ପ୍ୟୁଟର ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରାଣ୍ଡସ୍ ସ୍କେପ୍ ମୁମ୍ବାଇର ଡାଟାଆନାଲିଟିକ୍ ପ୍ରଫେସର ମାନସ କୁମାର ରଥ ଏବଂ କାରଖାନା ଓଡ଼ିଶାର ଏଜୁକେସନ୍ ପ୍ରୋଗ୍ରାମ ମ୍ୟାନେଜର ମିଷ୍ଟର ସୁରଜିତ ପାଲ ବିଷୟ ବିଶାରଦ ରୂପେ ଯୋଗ ଦେଇଥିଲେ। ଏନ୍. ଏଲ୍.ପି. ଓ ଏ.ଆଇ. ମଡେଲର କାର୍ଯ୍ୟଧାରା ଉପରେ ସେମାନେ ଉପସ୍ଥିତ ବିଦ୍ୟାର୍ଥୀଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରିଥିଲେ।

ଏହି କର୍ମଶାଳାରେ ଭୁବନେଶ୍ଵର ସ୍ଥିତ ସମସ୍ତ ଡିଏଭି ସ୍କୁଲର ସ୍ଥିରିକୃତ ପ୍ରତିଭାସମ୍ପନ୍ନ କମ୍ପ୍ୟୁଟର ବିଦ୍ୟାର୍ଥୀଙ୍କ ଦ୍ଵାରା ୪୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଡିଏଭି ଚନ୍ଦ୍ରଶେଖରପୁର ବିଦ୍ୟାର୍ଥୀଙ୍କ ପ୍ରକଳ୍ପ ଶ୍ରେଷ୍ଠ ପ୍ରକଳ୍ପ ଭାବେ ବିବେଚିତ ହୋଇଥିବା ବେଳେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀଙ୍କ ପ୍ରକଳ୍ପ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥ‌ିବା ଅତିଥିମାନଙ୍କୁ ସ୍ଵାଗତ କରିବା ସହ ସେମାନଙ୍କ ପରିଚୟ ପ୍ରଦାନ କରିଥିଲେ। ପରିଶେଷରେ ବିଦ୍ୟାଳୟର ବରିଷ୍ଠ ନିରୀକ୍ଷକ ଶିତିକଣ୍ଠ ପତି ଏହି କାର୍ଯ୍ୟକ୍ରମରେ ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କମ୍ପ୍ୟୁଟର ବିଭାଗର ମୁଖ୍ୟ ଗୀତାଞ୍ଜଳି ହୋତା ତଥା ପତ୍ରି ସର୍ଗେଶ୍ଵର ରାଓ, ସସ୍ମିତା ରାଉତ ଓ ବିଶ୍ଵମୋହନ ମହାନ୍ତି ପ୍ରମୁଖଙ୍କ ସକ୍ରିୟ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।

କର୍ମଶାଳା ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.