Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ
ଆଜିର ଖବର

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ

November 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ

ଭୁବନେଶ୍ବର: ଦୁଇ ଦିନ ଧରି ଗଂଜାମ ଜିଲ୍ଲାର ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଆୟୁବେଦ ପ୍ରବର୍ତକ ଭଗବାନ ଧନ୍ଵନ୍ତରୀ ଙ୍କ ଜୟନ୍ତୀ ଓ ଅଷ୍ଟମ ଜାତୀୟ ଆୟୁର୍ବେଦ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।

ଏହି ଅବସରରେ ଗତ କାଲି ଛାତ୍ର ଛାତ୍ରୀ ଙ୍କ ପକ୍ଷରୁ ସବୁ ଦିନ ସମସ୍ତ ଙ୍କ ପାଇଁ ଆୟୁର୍ବେଦ ଶୀର୍ଷକ ଏକ ପଥପ୍ରାନ୍ତ ନାଟକ ବ୍ରହ୍ମ ପୁର ଆସିକା କୁ ସଂଯୋଗ କରୁଥିବା ଜାତୀୟ ରାଜପଥ ପାର୍ଶ୍ଵରେ ପ୍ରଦର୍ଶନ କରିଥିଲେ।ଆଜି ସକାଳୁ ଆୟୁର୍ବେଦ ସଚେତନତା ସୃଷ୍ଟି କରିବା ପାଇଁ ଏକ ବାଇକ ରାଲି ଓ ସଚେତନତା ଶୋଭାଯାତ୍ରା ସମସ୍ତ ଛାତ୍ର ଛାତ୍ରୀ ଙ୍କ ପକ୍ଷ ରୁ ହୋଇଥିଲା।

ବାଇକ ରାଲି ବ୍ରହ୍ମ ପୁର ପର୍ଯ୍ୟନ୍ତ ଯାଇଥିବା ବେଳେ, ସଚେତନତା ରାଲି ସମଗ୍ର ଆଙ୍କୁଶପୁର ପରିକ୍ରମା କରିଥିଲା।ସ୍ଥାନୀୟ ଜନସାଧାରଣ ଆୟୁର୍ବେଦ ସମ୍ପର୍କରେ ଏହି ସମସ୍ତ କାର୍ଯ୍ୟକ୍ରମ ଓ ସଚେତନତା ଅଭିଯାନ ରାଲି କୁ ଉପଭୋଗ କରିଥିଲେ

ଆୟୁର୍ବେଦ ଦିବସ ଧନ୍ବନ୍ତରୀ ଜୟନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026
Latest News

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.