Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନକଲି ଘିଅ କାରଖାନା ଜବତ, ଜଣେ ଗିରଫ ଓ ଆଉ ଜଣେ ଚମ୍ପଟ୍
ଆଜିର ଖବର

ନକଲି ଘିଅ କାରଖାନା ଜବତ, ଜଣେ ଗିରଫ ଓ ଆଉ ଜଣେ ଚମ୍ପଟ୍

November 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ମଦନମୋହନ ନଗର ଅଞ୍ଚଳରେ ଏକ ନକଲି ଘିଅ କାରଖାନା ଉପରେ ଚଢାଉ କରି ପରିମାଣର ନକଲି ଘିଅ, ପାମୋଲିନ୍ ତେଲ, ବ୍ୟବହୃତ ରାସାୟନିକ ଦ୍ରବ୍ୟ, ଡବା, ଜରି ଓ ପେକିଂ କରିବା ପାଇଁ ଅତ୍ୟାଧୁନିକ ଯନ୍ତ୍ରପାତି ଇତ୍ୟାଦି ଜବତ କରାଯାଇଛି। ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ଙ୍କ ନିର୍ଦ୍ଦେଶନାରେ ବଡ଼ବଜାର ଥାନା ଅଧିକାରୀ ସୌଭାଗ୍ୟ ସ୍ଵାଇଁଙ୍କ ଟିମ୍ ଏହି ଚଢ଼ାଉ କରିଥିଲା। ଏହାସହ ବ୍ୟବସାୟୀ ଇ ରାଜେଶ୍ଵର ପାତ୍ରକୁ ଘଟଣାସ୍ଥଳରୁ ଗିରଫ କରାଯାଇଥିଲା। ଏହି କାରଖାନାର ମୁଖ୍ୟ ମାଲିକ ତଥା ରାଜେଶ୍ଵର ପାତ୍ରଙ୍କ ଭାଇ କୋଟେଶ୍ଵର ପାତ୍ର ଘଟଣାସ୍ଥଳରୁ ଚମ୍ପଟ୍ ମାରିଛି। ପ୍ରକାଶ ଥାଉକି ଗିରଫ ରାଜେଶ୍ଵର ପୁର୍ବରୁ ନକଲି ଗୁଟଖା ପ୍ରସ୍ତୁତି କାରବାରରେ ଗିରଫ ହୋଇଥିବା ଜଣାପଡିଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ରେଶମ ନଗରୀ ବ୍ରହ୍ମପୁର ସହରରେ ଆଗରୁ ନକଲି ଗୁଟଖା, ସାବୁନ, ଚାହା ଗୁଣ୍ଡ, ଇତ୍ୟାଦି ପ୍ରସ୍ତୁତିର ପ୍ରମାଣ ରହିଛି। ବର୍ତ୍ତମାନ ଏହି ନକଲି ଘିଅ କାରଖାନା ବିଷୟରେ ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ବ୍ରହ୍ମପୁର ଏସ୍ ପି ବଡ଼ବଜାର ଥାନା କୁ ନିର୍ଦ୍ଦେଶ ଦେବା ପରେ ବଡ଼ବଜାର ଥାନା ପୋଲିସ ୪୪୧/୨୩ ଅନୁଯାୟୀ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଡଃ ସର୍ବଣା ବିବେକ ଏମ୍ ବଡ଼ବଜାର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.