Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ଵକପ-୨୦୨୩: ନେଦରଲ୍ୟାଣ୍ଡ ସମ୍ମୁଖରେ ଭାରତର ବିଶାଳ ସ୍କୋର, ଶ୍ରେୟସ, ରାହୁଲଙ୍କ ଶତକୀୟ ପାଳି
ଆଜିର ଖବର

ବିଶ୍ଵକପ-୨୦୨୩: ନେଦରଲ୍ୟାଣ୍ଡ ସମ୍ମୁଖରେ ଭାରତର ବିଶାଳ ସ୍କୋର, ଶ୍ରେୟସ, ରାହୁଲଙ୍କ ଶତକୀୟ ପାଳି

November 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଶ୍ଵକପ-୨୦୨୩ ର ଅନ୍ତିମ ଲିଗ ମ୍ୟାଚ ଆଜି ଭାରତ-ନେଦରଲ୍ୟାଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୪୧୦ ରନ ବିଶାଳ ସ୍କୋର କରିଛି। ନେଦରଲ୍ୟାଣ୍ଡ ପାଇଁ ୪୧୧ ରନର ଲକ୍ଷ୍ୟ। ଭାରତ ପକ୍ଷରୁ ଆଜି ଶ୍ରେୟସ ଆୟର ସର୍ବାଧିକ ୧୨୮ ରନ ପାଳି ଖେଳିଥିବା ବେଳେ କେଏଲ ରାହୁଲ ୬୨ ଟି ବଲରେ ଦୃତ ଶତକୀୟ ପାଳି ଖେଳିଛନ୍ତି।

ଏହା ପୂର୍ବରୁ ଟିମ ଇଣ୍ଡିଆର ପ୍ରାରମ୍ଭିକ ଯୋଡି ରୋହିତ ଶର୍ମା ଓ ଶୁବମନ ଗିଲ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଅଧିନାୟକ ୫୪ ବଲରେ ୬୧ ରନ କରିଥିବା ବେଳେ ଶୁବମନ ୩୨ ବଲରେ ୫୧ ରନ କରିଥିଲେ। ସେହିଭଳି ବିରାଟ କୋହିଲି ୫୬ ବଲରେ ୫୧ ରନର ଏକ ଆକର୍ଷଣୀୟ ପାଳି ଖେଳିଥିଲେ।

worldcup କେଏଲ ରାହୁଲ ନେଦରଲ୍ୟାଣ୍ଡ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.