Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେଦରଲ୍ୟାଣ୍ଡକୁ ୧୬୦ ରନରେ ପରାସ୍ତ କଲା ଭାରତ, ରୋହିତ-କୋହଲି ମଧ୍ୟ ନେଲେ ୱିକେଟ୍
ଆଜିର ଖବର

ନେଦରଲ୍ୟାଣ୍ଡକୁ ୧୬୦ ରନରେ ପରାସ୍ତ କଲା ଭାରତ, ରୋହିତ-କୋହଲି ମଧ୍ୟ ନେଲେ ୱିକେଟ୍

November 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରୋହିତ ଶର୍ମାଙ୍କ ନେତୃତ୍ଵରେ ଟିମ୍ ଇଣ୍ଡିଆ ବିଶ୍ୱକପ୍-୨୦୨୩ ରେ ନିଜର ବିଜୟ ଧାରା ଜାରି ରଖି କ୍ରମାଗତ ୯ ତମ ବିଜୟ ହାସଲ କରିଛି। ଟୁର୍ଣ୍ଣାମେଣ୍ଟର ଶେଷ ଲିଗ୍ ମ୍ୟାଚ୍ ରେ ଭାରତୀୟ ଦଳ ନେଦରଲ୍ୟାଣ୍ଡକୁ ୧୬୦ ରନ୍ ରେ ପରାସ୍ତ କରିଛି। ବେଙ୍ଗାଲୁରୁରେ ଖେଳାଯାଇଥିବା ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଭାରତ ପାଇଁ ବୋଲିଂ କରି ୱିକେଟ୍ ନେଇଛନ୍ତି। ଦଳ ପାଇଁ ବୁମରା, ସିରାଜ, କୁଲଦୀପ ଏବଂ ଜାଡେଜା ୨-୨ ୱିକେଟ୍ ନେଇଛନ୍ତି।

ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେବା ପରେ ଟିମ୍ ଇଣ୍ଡିଆ ୫୦ ଓଭରରେ ୪ ୱିକେଟ୍ ହରାଇ ବୋର୍ଡରେ ୪୧୦ ରନ୍ ରଖିଥିଲା। ଶ୍ରେୟାସ ଆୟର ଦଳ ପାଇଁ ୧୨୮ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହା ବ୍ୟତୀତ କେ.ଏଲ୍ ରାହୁଲ ୧୦୨ ରନ୍ ସଂଗ୍ରହ କରିଥିଲେ। ଏହା ବ୍ୟତୀତ ଶୁଭମାନ ଗିଲ, ବିରାଟ କୋହଲି ଏବଂ ଅଧିନାୟକ ରୋହିତ ଶର୍ମା ମଧ୍ୟ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ।

୪୧୧ ର ବିଶାଳ ଟାର୍ଗେଟକୁ ପିଛା କରି ନେଦରଲ୍ୟାଣ୍ଡ ମାତ୍ର ୨୫୦ ରନ କରିପାରିଥିଲା। ଏହିପରି ଭାବରେ ଭାରତ ୧୬୦ ରନ ବ୍ୟବଧାନରେ ଟୁର୍ଣ୍ଣାମେଣ୍ଟର ଅନ୍ତିମ ଲିଗ ମ୍ୟାଚ ନିଜ ନାମରେ କରିଥିଲା।

ଭାରତ ପକ୍ଷରୁ ବିରାଟ କୋହିଲି ଏବଂ ଅଧିନାୟକ ରୋହିତ ଶର୍ମା ମଧ୍ୟ ୱିକେଟ ହାସଲ କରିବାରେ ସଫଳ ହୋଇଥିଲେ।

worldcup ଟିମ୍ ଇଣ୍ଡିଆ ନେଦରଲ୍ୟାଣ୍ଡ ବିଶ୍ୱକପ୍-୨୦୨୩ ରୋହିତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.