Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିସବାହ ଉଲ ହକଙ୍କ ଭବିଷ୍ୟବାଣୀ: ୨୦୨୩ ବିଶ୍ୱକପର ଫାଇନାଲ ଖେଳିବେ ଏହି ଦୁଇ ଦଳ
ଆଜିର ଖବର

ମିସବାହ ଉଲ ହକଙ୍କ ଭବିଷ୍ୟବାଣୀ: ୨୦୨୩ ବିଶ୍ୱକପର ଫାଇନାଲ ଖେଳିବେ ଏହି ଦୁଇ ଦଳ

November 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ କ୍ରିକେଟର ତଥା ଅଧିନାୟକ ମିସବାହ ଉଲ ହକ ୨୦୨୩ ବିଶ୍ୱକପର ଫାଇନାଲ ବିଷୟରେ ପୂର୍ବାନୁମାନ କରିଛନ୍ତି। ମିସବାହ ସେହି ଦୁଇ ଦଳର ନାମ ଘୋଷଣା କରିଛନ୍ତି ଯାହା ଏଥର ବିଶ୍ୱକପ୍ ର ଫାଇନାଲ୍ ଖେଳିପାରନ୍ତି। ଏସ୍ପୋର୍ଟ୍ସକୁ ମିସବାହ ସେହି ଦୁଇଟି ଦଳର ନାମ କହିଛନ୍ତି। ପାକିସ୍ତାନର ପୂର୍ବତନ ଅଧିନାୟକ ମିସବାହ ବିଶ୍ୱାସ କରନ୍ତି ଯେ, ଏଥର ବିଶ୍ୱକପ ଫାଇନାଲ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ପ୍ରକାଶ ଯେ, ଏହି ବିଶ୍ୱକପରେ ଉଭୟ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଭାରତ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ୍ ହାରି ନଥିବା ବେଳେ ଦକ୍ଷିଣ ଆଫ୍ରିକା ଦଳ ଏହି ବିଶ୍ୱକପରେ କେବଳ ଦୁଇଟି ମ୍ୟାଚ୍ ହାରିଛି।

ମିସବାହ ବ୍ୟତୀତ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ମଧ୍ୟ ଫାଇନାଲ ବିଷୟରେ ପୂର୍ବାନୁମାନ କରିଛନ୍ତି। ମଲିକଙ୍କ ଅନୁଯାୟୀ ବିଶ୍ୱକପ ର ଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହୋଇପାରେ। ଉଲ୍ଲେଖଯୋଗ୍ୟ ଯେ, ବିଶ୍ୱକପ୍ ସେମିଫାଇନାଲ ମ୍ୟାଚ୍ ନଭେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ପ୍ରଥମ ସେମିଫାଇନାଲ ନଭେମ୍ବର ୧୫ ତାରିଖରେ ମୁମ୍ବାଇରେ ଖେଳାଯିବ ଏବଂ ଦ୍ୱିତୀୟ ସେମିଫାଇନାଲ ନଭେମ୍ବର ୧୬ ତାରିଖରେ କୋଲକାତାରେ ଖେଳାଯିବ। ଏହା ପରେ ନଭେମ୍ବର ୧୯ ତାରିଖରେ ଅହମ୍ମଦାବାଦରେ ବିଶ୍ୱକପ୍‌ର ଫାଇନାଲ ଖେଳାଯିବ

worldcup ପାକିସ୍ତାନ ପୂର୍ବତନ କ୍ରିକେଟର ବିଶ୍ୱକପ-୨୦୨୩ ଭବିଷ୍ୟବାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.