Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ

November 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହୋଇଛନ୍ତି।

ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରି କହିଛନ୍ତି ଯେ, ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲି। ଉତ୍ତରାଖଣ୍ଡ ସରକାର ସବୁ ପ୍ରକାର ସାହାଯ୍ୟ ସହଯୋଗ ସହ ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ପଦକ୍ଷେପ ନେଉଛନ୍ତି। ସମସ୍ତ ଶ୍ରମିକମାନେ ସୁରକ୍ଷିତ ଅଛନ୍ତି ବୋଲି ସେ ଆଶ୍ୱସ୍ତ କରିଛନ୍ତି।  ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

ଉତ୍ତରକାଶୀ ଉତ୍ତରାଖଣ୍ଡ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି
Share. Facebook Twitter LinkedIn Email WhatsApp Copy Link

Related Posts

IPL ର ପ୍ରଥମ ମ୍ୟାଚରେ ବଡ଼ ସଫଳତା ହାସଲ କରିବେ ବିରାଟ କୋହଲି: ମାତ୍ର ୨୯ ଆବଶ୍ୟକ

March 28, 2026

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026
Latest News

IPL ର ପ୍ରଥମ ମ୍ୟାଚରେ ବଡ଼ ସଫଳତା ହାସଲ କରିବେ ବିରାଟ କୋହଲି: ମାତ୍ର ୨୯ ଆବଶ୍ୟକ

March 28, 2026

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026

Reliance Digital: ରିଲାଏନ୍ସ ଡିଜିଟାଲ ପକ୍ଷରୁ ଉତ୍କଳ ଦିବସ ପାଇଁ ସ୍ୱତନ୍ତ୍ର ଫେଷ୍ଟିଭ ଅଫର୍‌ର ଶୁଭାରମ୍ଭ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.