Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଇସ୍‌ ମିଲ୍‌ କାନ୍ଥ ଭୁଷୁଡି 4 ମୃତ, 5 ଆହତ
ଆଜିର ଖବର

ରାଇସ୍‌ ମିଲ୍‌ କାନ୍ଥ ଭୁଷୁଡି 4 ମୃତ, 5 ଆହତ

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ର କାନ୍ଥ ଭୁଷୁଡି 4 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 5 ଜଣ ଆହତ ହୋଇଛନ୍ତି । ଓଡ୍ରାଫ୍‌ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଳସୁଆ ହାଟ ନିକଟରେ ରହିଥିବା ଏହି ରାଇସ୍‌ ମିଲ୍‌ଟି ଅନେକ ଦିନ ହେବ ପରିତ୍ୟକ୍ତ ଅବସ୍ଥାରେ ପଡିଥିଲା । ମିଲ୍‌ ନିକଟରେ ବ୍ୟବସାୟୀ ମାନେ ବସିଥିବା ବେଳେ ପାଚେରୀ ଭୁଷୁଡି ପଡିଥିଲା । ପାଚେରୀ ତଳେ ଅନେକ ଯାନବାହାନ ଏବଂ ମଣିଷ ଚାପି ହୋଇ ପଡି ରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତ ମାନଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାମଧ୍ୟରୁ 4 ଜଣଙ୍କୁ ମୃତ ଘୋଷଣା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.