Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲଓ୍ବାର ଗ୍ୟାଙ୍ଗ ରେପ୍‌ ଘଟଣା : ପୋଲିସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ରାଜସ୍ଥାନ ସରକାର
ଆଜିର ଖବର

ଅଲଓ୍ବାର ଗ୍ୟାଙ୍ଗ ରେପ୍‌ ଘଟଣା : ପୋଲିସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ରାଜସ୍ଥାନ ସରକାର

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Two criminals shot dead in U.P. encounter
Two criminals shot dead in U.P. encounter

ଅଲଓ୍ବାର ଗ୍ୟାଙ୍ଗ ରେପ୍‌ ମାମଲାରେ ସମସ୍ତ ପୋଲିସ୍‌ ଅଧିକାରୀଙ୍କ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ସରକାର । ଏହି ଗଣଧର୍ଷଣ ମାମଲାରେ ଥାନାଗାଜି ପୋଲିସ୍‌ ଷ୍ଟେସନ୍‌ର ସମସ୍ତ ଅଧିକାରୀଙ୍କ ବିପକ୍ଷରେ କାର୍ଯ୍ୟାନୁଷ୍ଠାନ ନେବାକୁ ଘୋଷଣା କରିଛନ୍ତି ରାଜସ୍ଥାନ ସରକାର । ପୂର୍ବରୁ ଥାନାଗାଜି ପୋଲିସ୍‌ ଷ୍ଟେସନ୍‌ର ଥାନା ମୁଖ୍ୟ ସର୍ଦ୍ଦାର ସିଂଙ୍କୁ ନିଲମ୍ବନ କରାଯାଇଛି । ଥାନାଗାଜି ପୋଲିସ୍‌ ଥାନାର ସମସ୍ତ କର୍ମଚାରୀଙ୍କ ବିରୋଧରେ ଦାୟିତ୍ବରେ ଅବହେଳା ଅଭିଯୋଗରେ ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏପ୍ରିଲ୍‌ 26ରେ ଘଟିତ ହୋଇଥିବା ଗଣଧର୍ଷଣର ପୁନର୍ବାର ତଦନ୍ତ ଆଦେଶ ମଧ୍ୟ ଦେଇଛନ୍ତି ଜୟପୁର କମିଶନର । ସୂଚନାଯୋଗ୍ୟ ଯେ, ରାଜସ୍ଥାନର ଅଲଓ୍ବାରରେ ଜଣେ ଦଳିତ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ମୁଖରେ ଗଣ ବଳାତ୍କାର କରାଯାଇଥିଲା । ସାତ ଦିନ ପର୍ଯ୍ୟନ୍ତ ପୋଲିସ୍‌ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.