Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୈନିତାଲରେ ବଡ ସଡକ ଦୁର୍ଘଟଣା, ଘାଟିରେ ଜିପ୍ ଖସି ୭ ମୃତ
ଆଜିର ଖବର

ନୈନିତାଲରେ ବଡ ସଡକ ଦୁର୍ଘଟଣା, ଘାଟିରେ ଜିପ୍ ଖସି ୭ ମୃତ

November 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ଆଜି ସକାଳେ ନୈନିତାଲରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୈନିତାଲର ଓଖଲ କାଣ୍ଡା ଗ୍ରାମ ନିକଟରେ ଏକ ଜିପ ୫୦୦ ମିଟର ଘାଟିରେ ଖସିପଡିଛି, ଯେଉଁଥିରେ ୭ ଜଣଙ୍କର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଏହାର କ୍ଷମତା ଅପେକ୍ଷା ଜିପ୍‌ରେ ଅଧିକ ଲୋକ ଥିଲେ। ଡ୍ରାଇଭର ଜିପ୍ ଉପରେ ନିୟନ୍ତ୍ରଣ ହରାଇଲା ପରେ ଜିପ୍ ଏକ ଗଭୀର ଖାଲରେ ପଡ଼ିଯାଇଥିଲା।

ବର୍ତ୍ତମାନ ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ମୃତଦେହକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚାଲିଛି। ଦୁର୍ଘଟଣା ବେଳେ ଗାଡି ଭିତରେ କେତେ ଲୋକ ଥିଲେ ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ସ୍ଥାନୀୟ ଲୋକଙ୍କ କହିବାନୁସାରେ, ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ପଠାଯାଉଛି। ସକାଳ ୮ ଟା ସମୟରେ ଏହି ଘଟଣା ଘଟିଥିବା ଜଣାଯାଇଛି।

ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Latest News

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.