Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରାମର୍ଶଦାତା କମିଟିରୁ ବାଦ୍‌ ପଡ଼ିଲେ ସିଦ୍ଧୁ
ଆଜିର ଖବର

ପରାମର୍ଶଦାତା କମିଟିରୁ ବାଦ୍‌ ପଡ଼ିଲେ ସିଦ୍ଧୁ

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
After Ministry Snub, Navjot Sidhu Left Out Of 8 Advisory Groups
After Ministry Snub, Navjot Sidhu Left Out Of 8 Advisory Groups

ଚଳିତ ଲୋକସଭା ନିର୍ବାଚନରେ କଂଗ୍ରେସ ପରାଜୟ ପରେ ଏପରି ବିପର୍ଯ୍ୟୟକୁ ନେଇ ସମୀକ୍ଷା ଚାଲିଛି । ଏମିତିକି ଲୋକସଭାର ହାରିବା ପରେ ରାଜ୍ୟଗୁଡ଼ିକରେ ଦଳ ମଧ୍ୟରେ ଦ୍ବନ୍ଦ୍ବ ବଢିବାରେ ଲାଗିଛି ।  ଏବେ ପଞ୍ଜାବରେ କଂଗ୍ରେସ କନ୍ଦଳ ଦିନକୁ ଦିନ ସରଗରମ ହେବାରେ ଲାଗିଛି । ଦଳର ବରିଷ୍ଠ ନେତା ନଭଜୋତ ସିଂହ ସିଦ୍ଧୁ ଏବଂ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହଙ୍କ ମଧ୍ୟରେ ଚାଲିଥିବା ବିବାଦ ଘନେଇଛି। ଗତ ଶୁକ୍ରବାର ଦିନ ସିଦ୍ଧୁ ମନ୍ତ୍ରୀପଦ ଦାୟିତ୍ଵ​‌ ନେବାକୁ ମନା କରିଦେବା ପରେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ତାଙ୍କୁ ପରାମର୍ଶଦାତା କମିଟିରେ ସାମିଲ କରିନାହାନ୍ତି। ଅମରିନ୍ଦର ସରକାରଙ୍କ ଯୋଜନାଗୁଡ଼ିକର ସମୀକ୍ଷା କରିବା ଲାଗି ଗଠନ କରିଥିବା ୮ଟି ପରାମର୍ଶଦାତା କମିଟିରୁ ସିଦ୍ଧୁଙ୍କୁ ବାଦ୍‌ ଦେଇଛନ୍ତି। କମିଟିଗୁଡ଼ିକ ୪ ସପ୍ତାହ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ। ଆଗାମୀ ଜୁଲାଇରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ରିପୋର୍ଟ ଉପରେ ଆଲୋଚନା କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.