Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାଗଡରୁ ଜବତ ହେଲା ଦୁଇଟି ବାଘ ଛାଲ, ଜଣେ ଅଟକ
ଆଜିର ଖବର

ନୟାଗଡରୁ ଜବତ ହେଲା ଦୁଇଟି ବାଘ ଛାଲ, ଜଣେ ଅଟକ

November 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୟାଗଡରୁ ଜବତ ହେଲା ଦୁଇଟି ବାଘ ଛାଲ, ଜଣେ ଅଟକ

ଭୁବନେଶ୍ବର: ଆଜି ଏସଟିଏଫ ବା ସ୍ବତନ୍ତ୍ର ଟାସ୍କ ଫୋର୍ସ ନୟାଗଡରୁ ଦୁଇଟି କଲରାପତରିଆ ବାଘ ଛାଲ ଜବତ କରିଛି। ଏହି ଛାଲ ଚୋରା ବଜାରରେ ବିକ୍ରି ପାଇଁ ଯାଉଥିବା ବେଳେ ଏସଟିଏଫ ଧରିବାରେ ସକ୍ଷମ ହୋଇଛି। ଏହି ଛାଲ ନେଇ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଏସଟିଏଫ ଅଟକ ରଖିଛି। ସେ ହେଲେ ନୟାଗଡ ବାଣିଗୋଚ୍ଛା ଥାନା ଅଧିନରେ ଥିବା ବାଲିବେରନା ଗ୍ରାମର ଖଗେଶ୍ବର ମଲ୍ଲିକ।

ଏକ ବିଶେଷ ଖବର ପାଇ ଏସଟିଏଫ ର ଏକ ଟିମ ଦଶପଲ୍ଲାର କୌନରିଆ ଡ୍ୟାମ ନିକଟରେ ଛକି ରହିଥିଲେ। ଖବର ଅନୁସାରେ ଖଗେଶ୍ବର ବାଘ ଛାଲ ଧରି ଆସୁଥିବା ବେଳେ ଏସଟିଏଫ ଅଟକାଇ ତଦାରଖ କରିଥିଲେ। ପାଖରେ ଦୁଇଟି ବାଘଛାଲ ରଖିଥିବାର ଦେଖିବାକୁ ପାଇଥିଲେ।

ଏସଟିଏଫ ବାଘଛାଲ
Share. Facebook Twitter LinkedIn Email WhatsApp Copy Link

Related Posts

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.