Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନ୍‌ ୨୦ରୁ ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ-ଇନ୍‌ଭଏସ୍‌ ଉପରେ ଗୁରୁତ୍ବ
ଆଜିର ଖବର

ଜୁନ୍‌ ୨୦ରୁ ଜିଏସ୍‌ଟି କାଉନ୍‌ସିଲ୍‌ ବୈଠକ : ଇ-ଇନ୍‌ଭଏସ୍‌ ଉପରେ ଗୁରୁତ୍ବ

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
GST Council to meet on June 20
GST Council to meet on June 20

ଆସନ୍ତା ଜୁନ୍‌ ୨୦ରୁ ଜିଏସ୍‌ଟି କାଉନ୍‌ସିଲ୍‌ର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି  ୫୦କୋଟିରୁ ଅଧିକ ବାର୍ଷିକ ଆୟ ରହିଥିବା ବ୍ୟବସାୟୀଙ୍କ ଜିଏସ୍‌ଟି ଅର୍ଥ ଉପରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାପଡିଛି। ଏହା ସହିତ ଆନ୍ତଃରାଜ୍ୟ ବ୍ୟବସାୟ ଉପରେ ଇ-ଇନ୍‌ଭଏସ୍‌ ବ୍ୟବହାର ନେଇ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡିଛି। ବର୍ତ୍ତମାନ ଦେଶରେ ୬୮ ହଜାର ୪୦୧ ବ୍ୟବସାୟୀଙ୍କ ଆୟ ୫୦ କୋଟିରୁ ଅଧିକ ହୋଇଥିବା ବେଳେ ସମୁଦାୟ ଜିଏସ୍‌ଟି ଅର୍ଥର ୬୬.୬ ପ୍ରତିଶତ ଅର୍ଥ ଏମାନେ ଭରୁଥିବା ଜଣାପଡିଛି । ସେହିପରି ବି୨ବି ଇନ୍‌ଭଏସ୍‌ ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ନେଇ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Latest News

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.