Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆଜିଠାରୁ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

November 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ। ସେ ଆଜି ଦିନ 11 ଟା 30 ରେ ସେ ବିମାନରେ ଭୁନେଶ୍ବରରୁ  ମୁମ୍ବାଇ ଯାତ୍ରା କରିବେ। ସେଠାରେ ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ତଥା ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ପ୍ରତିଷ୍ଠାତା ରମାକାନ୍ତ ପଣ୍ଡାଙ୍କ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମ ଆଜି ସଂଧ୍ୟାରେ ଆୟୋଜିତ ହେବ।

ଏହାପରେ ମୁଖ୍ୟମନ୍ତ୍ରୀ ଆଜି ମୁମ୍ବାଇରେ ରାତ୍ରୀଯାପନ କରି ଆସନ୍ତାକାଲି ଅପରାହ୍ନ 4ଟା 45 ରେ ମୁମ୍ବାଇ ଛାଡିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ଗସ୍ତ କରୁଛନ୍ତି।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.