Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୪ ରୁ ୨୮ ପର୍ଯ୍ୟନ୍ତ ଓଡ଼ି ଆର୍ଟରେ ଆନ୍ତର୍ଜାତୀୟ ଚିଲିକା ସେଲଡକ ଲୋକକଳା ମହୋତ୍ସବ
ଆଜିର ଖବର

ଆସନ୍ତା ୨୪ ରୁ ୨୮ ପର୍ଯ୍ୟନ୍ତ ଓଡ଼ି ଆର୍ଟରେ ଆନ୍ତର୍ଜାତୀୟ ଚିଲିକା ସେଲଡକ ଲୋକକଳା ମହୋତ୍ସବ

November 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ସ୍ଥିତ ଓଡ଼ିଆର୍ଟ ସମ୍ମିଳନୀ କକ୍ଷରେ ୯ମ ଆନ୍ତର୍ଜାତୀୟ ଚିଲିକା ସେଲଡକ ଲୋକକଳା ମହୋତ୍ସବ ପାଳନ ଅବସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ବ୍ୟାପି ମହୋତ୍ସବରେ ବହୁ ମାନ୍ୟଗଣ ବ୍ୟକ୍ତିବିଶେଷ, ବିଭିନ୍ନ ପ୍ରାନ୍ତରୁ କଳାକାରମାନଙ୍କ କଳାକୃତି ପ୍ରଦର୍ଶନ ସାଙ୍ଗକୁ ନୃତ୍ୟ ଗୀତ ପରିବେଷଣ, ସୁଦୂର ଦକ୍ଷିଣ କୋରିଆର ପାର୍କୟନ ଓକ, ବିୟୋଙ୍ଗମୋ ଚୁଙ୍ଗ, ଜୁନି ଚଳଚ୍ଚିତ୍ର ପ୍ରଦର୍ଶନ ସହିତ ଅନେକ ଉଚ୍ଚ କୋଟିର କଳା ସଂସ୍କୃତି ପରିବେଷଣ ଦୈନନ୍ଦିନ ଜାରି ରହିବା ନେଇ ଓଡ଼ିଆର୍ଟ ପକ୍ଷରୁ ସୂଚନା ଦେଇଛନ୍ତି।

ପ୍ରାଚୀନ କଳା, ସଂସ୍କୃତିର ବିକାଶ ଏବଂ ସଂରକ୍ଷଣ ଦିଗରେ ଲୋକପ୍ରିୟତା କରିବା ମୁଳ ଲକ୍ଷ୍ୟ ଥିବାବେଳେ ପ୍ରାଚୀନ ପରମ୍ପରାକୁ ଉଦଜିବିତ ନେଇ ପ୍ରତି ବର୍ଷ ଭଳି ଚଳିତ ବର୍ଷ ସୁଚାରୁରୂପେ ୯ମ ଚିଲିକା ସେଲଡକ ଲୋକକଳା ମହୋତ୍ସବ ପାଳନ କରିବାନେଇ ଆଲୋଚନା କରିଥିଲେ। ଯାହାକି ଏହି ମହୋତ୍ସବକୁ ଓଡ଼ି ଆର୍ଟ ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଜେନା ଉଦଘାଟନ କରିବା ନେଇ ଓଡ଼ିଆର୍ଟ ପକ୍ଷରୁ ପ୍ରକାଶ ପାଇଛି। ଏଥିସହିତ ଏହି ପାଞ୍ଚ ଦିନ ବ୍ୟାପି ମହୋତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଉପଭୋଗ ସାଙ୍ଗକୁ ସଂଗ୍ରହାଳୟକୁ ସାର୍ବଜନୀନ କରାଯାଇଥିବା ସହ ବହୁ ପୁରାତନ ମୁଖା ହସ୍ତକଳା ପୁଣିଥରେ ଲୋକଙ୍କ ଆଦୃତି ଲାଭ କରୁ ଏବଂ କଳା ସଂସ୍କୃତି ଦେଶ ବିଦେଶରେ ପ୍ରତିଷ୍ଠା ଲାଭ କରିବାନେଇ ଓଡ଼ିଆର୍ଟ ପ୍ରତିଷ୍ଠାତା ପ୍ରସନ୍ନ କୁମାର ଦାସ କହିଛନ୍ତି।

ଉକ୍ତ ବୈଠକରେ ସଂସ୍ଥାପକ ପ୍ରସନ୍ନ କୁମାର ଦାସ,ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରକଳ୍ପ ସଭ୍ୟ ରବିନ ରାଏ, ସାଂସ୍କୃତିକ ସମ୍ପାଦକ ସୁଶାନ୍ତ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଓଡ଼ି ଆର୍ଟ ଚିଲିକା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.