ଭୁବନେଶ୍ଵର: 08032/08031 ଭଦ୍ରକ – ବାଲେଶ୍ୱର – ଭଦ୍ରକ ମେମୁ ଆଜିଠାରୁ 30 ତାରିଖ ମଧ୍ୟରେ ଉଭୟ ପାର୍ଶ୍ୱରୁ ବାତିଲ ରହିବ। ବାଲେଶ୍ୱର – ଭଦ୍ରକ ରେଳ ସେକ୍ସନ ଅନ୍ତର୍ଗତ ସୋରୋ – ବାହାନଗା ବଜାର ଷ୍ଟେସନ ମଧ୍ୟରେ ଜରୁରୀ ଟ୍ରାକ ରକ୍ଷଣାବେକ୍ଷଣ ଜନିତ ଟ୍ରାଫିକ ବ୍ଲକ ଯୋଗୁଁ ଏହି ନୁଷ୍ପତ୍ତି ନିଆଯାଇଅଛି। ବାତିଲ ରହିବ ଭଦ୍ରକ-ବାଲେଶ୍ୱର-ଭଦ୍ରକ ମେମୁ
‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କାJuly 22, 2025