Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରା ଏସୀୟ ତୀରନ୍ଦାଜ ଚାମ୍ପିୟନଶିପରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ପାରା ଏସୀୟ ତୀରନ୍ଦାଜ ଚାମ୍ପିୟନଶିପରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବ୍ୟାଙ୍ଗକକ୍‌ରେ ଅନୁଷ୍ଠିତ ପାରା ଏସୀୟ ତୀରନ୍ଦାଜ ଚାମ୍ପିୟନଶିପରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତୀୟ ପାରା ତୀରନ୍ଦାଜ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ବ୍ୟାଙ୍ଗକକ୍‌ରେ ପାରା ଏସୀୟ ତୀରନ୍ଦାଜ ଚାମ୍ପିୟନଶିପରେ ଐତିହାସିକ ବିଜୟ!

ଇତିହାସରେ ନିଜ ନାଁ ଲେଖିବା ସହ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ତୀରନ୍ଦାଜ ଦଳକୁ ଅଭିନନ୍ଦନ!

ଚାମ୍ପିୟନଶିପରେ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ୪ଟି ସ୍ୱର୍ଣ୍ଣ ପଦକ ସହ ମୋଟ ୯ଟି ପଦକ ଜିତିଛି।

ପ୍ରତ୍ୟେକ ଆଥଲେଟଙ୍କୁ ସେମାନଙ୍କ ଅବଦାନ ପାଇଁ ପ୍ରଶଂସା। ସେମାନେ ଆମକୁ ସର୍ବଦା ଗର୍ବିତ କରନ୍ତୁ।’

ଚମତ୍କାର ପ୍ରଦର୍ଶନ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ସ୍ୱର୍ଣ୍ଣ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.