Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହିତା ମହିଳାଙ୍କ ଆତ୍ମହତ୍ୟା, ପ୍ରେମିକ ଗିରଫ
ଆଜିର ଖବର

ବିବାହିତା ମହିଳାଙ୍କ ଆତ୍ମହତ୍ୟା, ପ୍ରେମିକ ଗିରଫ

November 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅନ୍ତର୍ଗତ ଖୁକୁଣ୍ଡିଆ ଗ୍ରାମର ନିଖିତା ଖଣ୍ଡୁଆଳ ନାମ୍ନୀ ଜଣେ ମହିଳା ଗତ ଅକ୍ଟୋବର ୧୬ ତାରିଖରେ ଶ୍ଵଶୁର ଘରେ ବେକରେ ଶାଢ଼ୀ ବାନ୍ଧି ଆତ୍ମହତ୍ୟା କରିଥିଲେ। ଖବର ପାଇ ପୋଲିସ ୧୭/୩୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। କିନ୍ତୁ ନିଖିତାର ଅଜା ବୁଗୁଡ଼ା ଥାନା ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମର କାଶୀନାଥ ପ୍ରଧାନ ତାଙ୍କ ନାତୁଣୀକୁ ସ୍ବାମୀ ଓ ଶ୍ବଶୁର ଘର ଲୋକେ ହତ୍ୟା କରିଛନ୍ତି ବୋଲି ଥାନାରେ ଅଭିଯୋଗ କରିଥିଲେ।

ଘଟଣାର ତଦନ୍ତ ଚଳାଇ ପୋଲିସ ଜାଣିବାକୁ ପାଇଲେ ଯେ ସ୍ବାମୀ ସୁରଟ୍ ରେ କାମ କରିବାକୁ ଯାଇଛନ୍ତି ଓ ଘଟଣା ଦିନ ସେ ଗାଁ ରେ ନାହିଁ। ଅନ୍ୟ ପକ୍ଷରେ ଶ୍ଵଶୁର ଓ ଶାଶୂ ତାର ତିନି ବର୍ଷର ପୁଅକୁ ଧରି ମାଛ ଧରିବା ପାଇଁ ଗାଁ ପୋଖରୀ କୁ ଯାଇଛନ୍ତି ଓ ନିଖୀତା ଦୁଇ ଦେଢ଼ ଶାଶୁ କେନ୍ଦୁପଦର ଗ୍ରାମରେ ରହୁଛନ୍ତି। ଏହି ସବୁ ଘଟଣାକୁ ନେଇ ପୋଲିସ ଗଭୀର ତଦନ୍ତ ଚଳାଇ ଜାଣିବାକୁ ପାଇଲେ ଯେ, ମୃତ ନିଖିତା ର ବାପ ଓ ମାଁ ସୁରଟ୍ ରେ କାମ କରିବାକୁ ଯାଇଥିବା ବେଳେ ସେ ତାର ଅଜା ଘର ବିଷ୍ଣୁଚକ୍ର ଗ୍ରାମରେ ରହୁଥିଲା ଓ ଏହା ମଧ୍ୟରେ ଉକ୍ତ ଗ୍ରାମର ବସନ୍ତ ପାତ୍ର ନାମରେ ଜଣେ ଯୁବକକୁ ଭଲ ପାଉଥିଲା।

କିନ୍ତୁ ଏହା ମଧ୍ୟରେ ସେ ଖୁକୁଣ୍ଡିଆ ଗ୍ରାମରେ ବାହା ହେବା ପରେ ମଧ୍ୟ ବସନ୍ତ ନିଖିତାକୁ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ସହ ସ୍ବାମୀ ଦୀପକକୁ ଛାଡ଼ପତ୍ର ଦେବା ପାଇଁ ବାଧ୍ୟ କରିବାରୁ ସେ ନିଜକୁ ଅସୁରକ୍ଷିତ ମନେ କରି ଏହି ଭଳି ଆତ୍ମହତ୍ୟା ପଦକ୍ଷେପ ଗ୍ରହଣ କରିଥିଲା।

ଏହି ସବୁ ଘଟଣା ର ବଳିଷ୍ଠ ପ୍ରମାଣ ପାଇ ପୋଲିସ ପ୍ରେମିକ ବସନ୍ତକୁ ଥାନାରେ ଅଟକ ରଖି ଜେରା କରିବା ପରେ ଜାଣିବାକୁ ପାଇଲେ ଯେ, ବସନ୍ତ ଯୋଗୁଁ ଉକ୍ତ ମହିଳା ଆତ୍ମହତ୍ୟା କରିଛି।

ପୋଲିସ ୮୦୩/୨୩ ଅନୁଯାୟୀ ମାମଲା ରୁଜୁ କରି ଅଭିଯୁକ୍ତ ବସନ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଆତ୍ମହତ୍ୟା ଗାଙ୍ଗପୁର ଥାନା ପ୍ରେମିକ ଗିରଫ ବିବାହିତା ମହିଳା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ଶୁଣାଣି ମୁଲତବୀ, ଆଜି ଆସିପାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

September 23, 2026
Latest News

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.