Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ
ଆଜିର ଖବର

ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ସିରିପୁର ନିକଟସ୍ଥ ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି। ଅଧ୍ୟକ୍ଷା ରଶ୍ମିତା କୁମାରୀ ସାହୁ ଏହି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ବାର୍ଷିକ କ୍ରୀଡା ପ୍ରତି ଯୋଗିତା ସମାରୋହ ତିନି ଦିନ ଧରି କଲେଜ ପରିସରରେ ଅନୁଷ୍ଠିତ ହୋଇଥିଲା।

ଛାତ୍ରୀ ମାନଙ୍କ ମଧ୍ୟରେ ଚେସ, କ୍ୟାରମ, ବ୍ୟଡମିଣ୍ଟନ ଭଲି ପରି ଅନେକ କ୍ରୀଡା ପ୍ରତିଯୋଗିତା ହୋଇଥିଲା। ଏହି କାଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟପିକା ଯୋଗ ଦେଇ କାଯ୍ୟକ୍ରମକୁ ସଫଳ କରିଥିଲେ।

ଭୁବନେଶ୍ୱର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026
Latest News

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026

ଏଆଇ ପ୍ରଶାସନ ଓ ଆର୍ଥିକ ଗୋଷ୍ଠୀ ଗଠନ କଲେ ସରକାର

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.