Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁରେ ଚିଲିକା ବୋଇତବନ୍ଦାଣ ମହୋତ୍ସବ ପାଳିତ
ଆଜିର ଖବର

ବାଲୁଗାଁରେ ଚିଲିକା ବୋଇତବନ୍ଦାଣ ମହୋତ୍ସବ ପାଳିତ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମରାଳମାଳିନୀ ନିଳାମ୍ବୁ ଚିଲିକା କୂଳଠାରେ ଆଜି ସନ୍ଧ୍ୟାରେ ଚିଲିକା ବୋଇତବନ୍ଦାଣ ମହୋତ୍ସବ ପାଳିତ ହୋଇଯାଇଛି। ଅତୀତରେ ସାଧବପୁଅମାନେ ଚିଲିକାଦେଇ ସାତଦରିଆ ପାରହୋଇ ଦେଶବିଦେଶକୁ ଯାଇ ବଣିଜକରି ବହୁ ଧନସମ୍ପତ୍ତି ଅର୍ଜନ କରି ଆସୁଥିଲେ। ଏହାକୁ ମନେରଖିବା ପାଇଁ ପ୍ରତିବର୍ଷ ବୋଇତବନ୍ଦାଣ ମହୋତ୍ସବ ପାଳନ କରାଯାଉଛି।

ସର୍ବପ୍ରଥମେ ମା’ କାଳିଜାଇଙ୍କ ନିକଟରୁ ଏକ ମଶାଲ ଆସିଥିଲା ଏବଂ ସନ୍ଧ୍ୟାରେ ଏହି ବୋଇତ ବନ୍ଦାଣ ମହୋତ୍ସବ ପାଳନ ହୋଇଥିଲା।

ଏହି ଉତ୍ସବରେ ବାଲୁଗାଁ ଏନଏସିର ଅଧ୍ୟକ୍ଷା ଓ ଚିଲିକା ବୋଇତ ବନ୍ଦାଣ ମହୋତ୍ସ ର ସଭାପତି ସୁକାନ୍ତି ପାଇକରା, ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ରାଜ୍ୟସଭା ସାଂସଦ ସସ୍ମିତ ପତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ସକାଳ ଖବରକାଗଜ ପ୍ରକାଶକ ଅମିତ ମଲ୍ଲିକ, ଚିଲିକା ପର୍ଯ୍ୟବେକ୍ଷକ ରାଜା ଚକ୍ର, ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମନସିଂହ, ଖୋର୍ଦ୍ଧା ଜିଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଯୋଗ ଦେଇଥିଲେ। ଚଳିତ ବର୍ଷ ବୋଇତ ବନ୍ଦାଣ ମହୋତ୍ସବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026
Latest News

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.